ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ। ଏହା ପରେ ସେ ନବରଙ୍ଗପୁରରେ ମଧ୍ୟ ଏକ ବିଶାଳ ସମାବେଶରେ ସମ୍ବୋଧିତ କରିବେ।