ଅନୁଗୋଳରେ ମୋଦିଙ୍କ ରୋଡ ଶୋ’

ପୁରୀରେ ରୋଡ ଶୋ’ ପରେ ଅନୁଗୋଳରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନୁଗୋଳରେ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ କରି ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏପରିକି ଏଥର ବିଜେଡି ସରକାର ଯିବା ଥୟ ବୋଲି କହିବା ସହ ଅନୁଗୋଳ ବାସିନ୍ଦାଙ୍କୁ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ପାଖରୁ ଦେଖିବାକୁ ଅସହ୍ୟ ଖରାରେ ବି ପ୍ରବଳ ଲୋକ ଗହଳି ଦେଖିବାକୁ ମିଳିଛି। ଆସନ୍ତୁ, ଜାଣିବା ଅନୁଗୋଳ ସଭାରେ କ’ଣ କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।