ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ୍ ଶୋ’, ଜନସମୁଦ୍ର ରାଜଧାନୀର ରାଜରାସ୍ତା
ଭୁବନେଶ୍ୱର: ରାଜଧାନୀର ଏକାମ୍ର ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେଗା ରୋଡ୍ ଶୋ’ । ରୋଡ୍ ଶୋ’ରେ ସାମିଲ ହୋଇଛନ୍ତି ହଜାର ହଜାର ସମର୍ଥକ । ରାସ୍ତା ପାର୍ଶ୍ବରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ନବୀନ ପଟ୍ଟନାୟକ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ ସ୍ଲୋଗାନ…