ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ଡ. ସମ୍ବିତ ପାତ୍ର…

ନିମାପଡ଼ା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି

ଭୁବନେଶ୍ୱର: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ…

ଆଗ୍ରା ଜୋତା ବ୍ୟବସାୟଙ୍କ ଘରେ ଆୟକର ଚଢ଼ାଉ, ନଗଦ ୪୦ କୋଟି ଟଙ୍କା ଉଦ୍ଧାର

ଆଗ୍ରା: ଜଣେ ଜୋତା ବ୍ୟବସାୟଙ୍କ ଘରେ ଚଢ଼ାଉ କରି ଆୟକର ବିଭାଗ (ଆଇଟି) ଶନିବାର ପ୍ରାୟ ୪୦ କୋଟି ନଗଦ ଟଙ୍କା ଉଦ୍ଧାର କରିଛି। ଟଙ୍କା ଗଣନା ଏବେ ପର୍ଯ୍ୟନ୍ତ ବି ଜାରି ରହିଛି ବୋଲି ସରକାରୀ ସୂତ୍ରରୁ ଜାଣିବାକୁ ମିଳିଛି। ଉତ୍ତରପ୍ରଦେଶର ଆଗ୍ରା ଏବଂ ତାଙ୍କର ଅନ୍ୟ କେତେକ ସ୍ଥାନରେ ଏହି ଚଢ଼ାଉ…

ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି-ରାଜନାଥ ସିଂ

ରେଢ଼ାଖୋଲ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରେଢ଼ାଖୋଲ ସଭାରେ ସମ୍ବୋଧନ କରି କହିଛନ୍ତି ଯେ ଏଠି ୫୦ ବର୍ଷ କଂଗ୍ରେସ, ୨୫ ବର୍ଷ ବିଜେଡି ଶାସନ କରିଛି। ହେଲେ ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି। ଏପରିକି ରତ୍ନଭଣ୍ଡାର ଚାବି ବି ହଜାଇ ଦେଲେ। ହେଲେ ଯେଉଁ ଦିନ ଆମ ସରକାର…

ଖଲ୍ଲିକୋଟ ହିଂସା: ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ। ଉଭୟଙ୍କୁ ଖଲ୍ଲିକୋଟ ପୋଲିସ ଗିରଫ ପରେ ଏସ୍‌ଆଇଟି ଟିମ୍‌କୁ ହସ୍ତାନ୍ତର କରିଛି। ଗିରଫ ସଂଖ୍ୟା ୧୧କୁ ବୃଦ୍ଧି।…

ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ଭାରତର ଅଙ୍ଗ: ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଭାରତର ଅଙ୍ଗ ଅଟେ ଏବଂ ଆମେ ଏହାକୁ ପ୍ରତ୍ୟାହାର କରି ଆଣିବୁ। ବିଜେପି ପ୍ରାର୍ଥୀ ନୀରଜ ତ୍ରିପାଠୀଙ୍କ ପାଇଁ ଭୋଟ ମାଗିବା ପାଇଁ ପ୍ରୟାଗରାଜରେ ଆୟୋଜିତ ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ…

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଏବଂ ଡିଭିଆର ଜବତ କରିଛି ଏବଂ ତଦନ୍ତକାରୀ ଦଳ ସେଠାରୁ ଚାଲିଯାଇଛନ୍ତି। ଘଟଣାର ଡିଜିଟାଲ…

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଜୁନ ୧୫ ବେଳକୁ ଓଡିଶା ଛୁଇଁବା ସମ୍ଭାବନା

ଭୁବନେଶ୍ୱର: ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମାଳଦ୍ଵୀପ ଏବଂ କୋମରିନ୍‌ ଅଞ୍ଚଳର କିଛି ଅଂଶ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ୱୀପପୁଞ୍ଜ ଏବଂ ଦକ୍ଷିଣ ଆଣ୍ଡାମାନ ସାଗରର କିଛି ଅଂଶକୁ ଆଜି ମୌସୁମୀ ବାୟୁ ଅଗ୍ରସର ହୋଇଛି। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ଅନନ୍ତନାଗରେ ପର୍ଯ୍ୟଟକ ଦମ୍ପତିଙ୍କୁ ଗୁଳି, ସୋପିଆନରେ ବିଜେପି ନେତାଙ୍କୁ…

ଜମ୍ମୁ-କାଶ୍ମୀର: ନିର୍ବାଚନ ପୂର୍ବରୁ ଜମ୍ମୁକାଶ୍ମୀରର ଦୁଇଟି ପୃଥକ ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଅନନ୍ତନାଗରେ ପର୍ଯ୍ୟଟକ ଦମ୍ପତିଙ୍କୁ ଗୁଳିମାଡ କରିବା ସହ ସୋପିଆନରେ ବିଜେପି ନେତାଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ । ପ୍ରଥମ ଘଟଣାରେ ଆତଙ୍କବାଦୀମାନେ ଜମ୍ମୁକାଶ୍ମୀରର…

ଆଜି ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, କାଲି ପୁରୀରେ କରିବେ ରୋଡ୍ ଶୋ’

ଭୁବନେଶ୍ଵର: ନିର୍ବାଚନ ପ୍ରଚାର ପାଇଁ ଆଜି ସନ୍ଧ୍ୟାରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତାକାଲି ସକାଳେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ୍ ଶୋ’ କରିବେ ମୋଦି। ଏହାପରେ ଅନୁଗୁଳ ଯାଇ ଏକ ଜନସଭାକୁ ସମ୍ବୋଧନ କରିବା ସହ କଟକରେ…