କାଲି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍, ବୁଥ ଅଭିମୁଖେ ପୋଲିଂ ପାର୍ଟି

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ। ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ୫ ଲୋକସଭା ସହ ୩୫ ବିଧାନସଭା ଆସନରେ ହେବ ଭୋଟ୍ ଗ୍ରହଣ କରାଯିବ । ବରଗଡ଼, ସୁନ୍ଦରଗଡ଼,…

ଆଇପିଏଲ୍‌ ପ୍ଲେ-ଅଫ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ୨୭ ରନରେ ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ଆରସିବି

ବେଙ୍ଗାଲୁରୁ: ନିର୍ଣ୍ଣାୟକ ମୁକାବିଲା ଜିତି ପ୍ଲେ ଅଫରେ ବେଙ୍ଗାଲୁରୁ। ପରାଜୟ ସହ ଆଇପିଏଲ ୨୦୨୪ରୁ ଚେନ୍ନାଇର ବିଦାୟ। ଚଳିତ ଆଇପିଏଲ୍-୧୭ର ଅନ୍ତିମ ତଥା ୪ର୍ଥ ଦଳ ଭାବେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ଲେ-ଅଫରେ ସ୍ଥାନ ପକ୍କା କରିଛି। ଶନିବାର ଅନୁଷ୍ଠିତ ‘କର ବା ମର’ ମୁକାବିଲାରେ…

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା…

ପାକିସ୍ତାନରେ ଭୟଙ୍କର ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୧୩ ମୃତ

ଲାହୋର: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଶନିବାର ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ଖାଲକୁ ଖସି ପଡ଼ିବାରୁ ୫ ଶିଶୁଙ୍କ ସମେତ ଗୋଟିଏ ପରିବାରର ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନ୍ୟ ୯ ଜଣ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଧିକାରୀମାନେ ଦୁର୍ଘଟଣା ସମ୍ପର୍କରେ ସୂଚନା…

ଓଡ଼ିଶାରେ ଜବତ ହେଲାଣି ୭୩ କୋଟି ଟଙ୍କାର ନିଶାଦ୍ରବ୍ୟ

ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର ସହ ୩୫ ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ । ହେଲେ ଏଯାବତ ରାଜ୍ୟର ବିଭିନ୍ନ ସ୍ଥାନରୁ ୧୭ କୋଟି ୧୮ ଲକ୍ଷ ଟଙ୍କା ଜବତ ହୋଇ ସାରିଲାଣି। ସେହିପରି ୭୩ କୋଟି ଟଙ୍କାର ଗଞ୍ଜେଇ, ବ୍ରାଉନସୁଗର ଆଦି…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ

ଛତ୍ରପୁର: ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ ସଭା ଓ ୮ ଟି ବିଧାନସଭା ପାଇଁ ନିର୍ବାଚନ ହେବ। ଭଞ୍ଜନଗର, ଆସିକା, ସୋରଡ଼ା, ସାନଖେମୁଣ୍ଡି, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ ଓ…

ଗିରଫ ହେଲେ କେଜ୍ରିୱାଲ୍‌ଙ୍କ ସହଯୋଗୀ ବିଭବ କୁମାର

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହକାରୀ ତଥା ପୂର୍ବତନ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ରାଜ୍ୟସଭା ସାଂସଦ ସ୍ବାତୀ ମାଲିୱାଲଙ୍କୁ ଆକ୍ରମଣ ମାମଲାରେ ଶନିବାର ଦିନ ଦିଲ୍ଲୀ ପୁଲିସ ଗିରଫ କରିଛି। ବିଭବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ପଛ ଫାଟକ ପଟ ଦେଇ…

ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ: ପାଣ୍ଡିଆନ

ପୁରୀ: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ ଓ ଏମପି ପ୍ରାର୍ଥୀ…

ଟିମ୍ ଇଣ୍ଡିଆର ମୁଖ୍ୟକୋଚ୍‌‌ ହେବା ପାଇଁ ଗୌତମ ଗମ୍ଭୀରଙ୍କୁ ଆବେଦନ କରିବାକୁ ବିସିସିଆଇର ପ୍ରସ୍ତାବ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ ଟିମ୍‌ର ନୂଆ ମୁଖ୍ୟ କୋଚ୍ ଅନ୍ବେଷଣରେ ବିସିସିଆଇ । ଉପଯୁକ୍ତ ପ୍ରାର୍ଥୀ ଖୋଜିବା ସହିତ ବିସିସିଆଇ ନୂତନ କୋଚ୍ ପାଇଁ ଆବେଦନର ଆହ୍ବାନ କରିଛି । ରାହୁଲ ଦ୍ରାବିଡଙ୍କ ପରେ ଏହି ହାଇପ୍ରୋଫାଇଲ ପଦରେ ଟିମ୍ ଇଣ୍ଡିଆର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ନିଯୁକ୍ତି…

ଜମିବାଡ଼ି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା, ୨ ଅଟକ

କେନ୍ଦୁଝର: ଜମିବାଡି ବିବାଦକୁ କେନ୍ଦ୍ର କରି ମହିଳାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଖଣ୍ଟଘର ଗାଁର ପାରାଭାଡି ସାହିରେ ଘଟିଛି ଏପରି ଜଘନ୍ୟ ହତ୍ୟା କାଣ୍ଡ । ମୃତକ ହେଲେ କୁନ୍ତଳା ନାୟକ । ଘର ବାରଣ୍ଡାରେ କୁନ୍ତଳାଙ୍କ ରକ୍ତାକ୍ତ ମୃତଦେହ…