Browsing Category
ବଡ଼ ଖବର
ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ଭାରତର ଅଙ୍ଗ: ଅମିତ ଶାହ
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଭାରତର ଅଙ୍ଗ ଅଟେ ଏବଂ ଆମେ ଏହାକୁ ପ୍ରତ୍ୟାହାର କରି ଆଣିବୁ। ବିଜେପି ପ୍ରାର୍ଥୀ ନୀରଜ ତ୍ରିପାଠୀଙ୍କ ପାଇଁ ଭୋଟ ମାଗିବା ପାଇଁ ପ୍ରୟାଗରାଜରେ ଆୟୋଜିତ ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ…
ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଜୁନ ୧୫ ବେଳକୁ ଓଡିଶା ଛୁଇଁବା ସମ୍ଭାବନା
ଭୁବନେଶ୍ୱର: ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମାଳଦ୍ଵୀପ ଏବଂ କୋମରିନ୍ ଅଞ୍ଚଳର କିଛି ଅଂଶ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ୱୀପପୁଞ୍ଜ ଏବଂ ଦକ୍ଷିଣ ଆଣ୍ଡାମାନ ସାଗରର କିଛି ଅଂଶକୁ ଆଜି ମୌସୁମୀ ବାୟୁ ଅଗ୍ରସର ହୋଇଛି। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…
ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ଅନନ୍ତନାଗରେ ପର୍ଯ୍ୟଟକ ଦମ୍ପତିଙ୍କୁ ଗୁଳି, ସୋପିଆନରେ ବିଜେପି ନେତାଙ୍କୁ…
ଜମ୍ମୁ-କାଶ୍ମୀର: ନିର୍ବାଚନ ପୂର୍ବରୁ ଜମ୍ମୁକାଶ୍ମୀରର ଦୁଇଟି ପୃଥକ ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଅନନ୍ତନାଗରେ ପର୍ଯ୍ୟଟକ ଦମ୍ପତିଙ୍କୁ ଗୁଳିମାଡ କରିବା ସହ ସୋପିଆନରେ ବିଜେପି ନେତାଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ । ପ୍ରଥମ ଘଟଣାରେ ଆତଙ୍କବାଦୀମାନେ ଜମ୍ମୁକାଶ୍ମୀରର…
ଆଜି ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, କାଲି ପୁରୀରେ କରିବେ ରୋଡ୍ ଶୋ’
ଭୁବନେଶ୍ଵର: ନିର୍ବାଚନ ପ୍ରଚାର ପାଇଁ ଆଜି ସନ୍ଧ୍ୟାରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତାକାଲି ସକାଳେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ୍ ଶୋ’ କରିବେ ମୋଦି। ଏହାପରେ ଅନୁଗୁଳ ଯାଇ ଏକ ଜନସଭାକୁ ସମ୍ବୋଧନ କରିବା ସହ କଟକରେ…
କାଲି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍, ବୁଥ ଅଭିମୁଖେ ପୋଲିଂ ପାର୍ଟି
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ। ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ୫ ଲୋକସଭା ସହ ୩୫ ବିଧାନସଭା ଆସନରେ ହେବ ଭୋଟ୍ ଗ୍ରହଣ କରାଯିବ । ବରଗଡ଼, ସୁନ୍ଦରଗଡ଼,…
ଆଇପିଏଲ୍ ପ୍ଲେ-ଅଫ୍ରେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ୨୭ ରନରେ ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ଆରସିବି
ବେଙ୍ଗାଲୁରୁ: ନିର୍ଣ୍ଣାୟକ ମୁକାବିଲା ଜିତି ପ୍ଲେ ଅଫରେ ବେଙ୍ଗାଲୁରୁ। ପରାଜୟ ସହ ଆଇପିଏଲ ୨୦୨୪ରୁ ଚେନ୍ନାଇର ବିଦାୟ। ଚଳିତ ଆଇପିଏଲ୍-୧୭ର ଅନ୍ତିମ ତଥା ୪ର୍ଥ ଦଳ ଭାବେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ଲେ-ଅଫରେ ସ୍ଥାନ ପକ୍କା କରିଛି। ଶନିବାର ଅନୁଷ୍ଠିତ ‘କର ବା ମର’ ମୁକାବିଲାରେ…
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ
ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା…
ଓଡ଼ିଶାରେ ଜବତ ହେଲାଣି ୭୩ କୋଟି ଟଙ୍କାର ନିଶାଦ୍ରବ୍ୟ
ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର ସହ ୩୫ ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ । ହେଲେ ଏଯାବତ ରାଜ୍ୟର ବିଭିନ୍ନ ସ୍ଥାନରୁ ୧୭ କୋଟି ୧୮ ଲକ୍ଷ ଟଙ୍କା ଜବତ ହୋଇ ସାରିଲାଣି। ସେହିପରି ୭୩ କୋଟି ଟଙ୍କାର ଗଞ୍ଜେଇ, ବ୍ରାଉନସୁଗର ଆଦି…
ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ: ପାଣ୍ଡିଆନ
ପୁରୀ: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ ଓ ଏମପି ପ୍ରାର୍ଥୀ…
ଟିମ୍ ଇଣ୍ଡିଆର ମୁଖ୍ୟକୋଚ୍ ହେବା ପାଇଁ ଗୌତମ ଗମ୍ଭୀରଙ୍କୁ ଆବେଦନ କରିବାକୁ ବିସିସିଆଇର ପ୍ରସ୍ତାବ
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଟିମ୍ର ନୂଆ ମୁଖ୍ୟ କୋଚ୍ ଅନ୍ବେଷଣରେ ବିସିସିଆଇ । ଉପଯୁକ୍ତ ପ୍ରାର୍ଥୀ ଖୋଜିବା ସହିତ ବିସିସିଆଇ ନୂତନ କୋଚ୍ ପାଇଁ ଆବେଦନର ଆହ୍ବାନ କରିଛି । ରାହୁଲ ଦ୍ରାବିଡଙ୍କ ପରେ ଏହି ହାଇପ୍ରୋଫାଇଲ ପଦରେ ଟିମ୍ ଇଣ୍ଡିଆର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ନିଯୁକ୍ତି…