Browsing Category

ବଡ଼ ଖବର

ସୋଆରେ ଆୟୋଜିତ ହେବ ଓଡ଼ିଶା ଏଆଇ ସମ୍ମିଳନୀ

ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କୃତ୍ରିମ ବୁଦ୍ଧିମତା ଅର୍ଥାତ ଏଆଇର ଦୃଶ୍ୟପଟ୍ଟ ସହ ତାଳ ଦେଇ ଓ ଓଡ଼ିଶାରେ ଏହାକୁ ଦୃଢ଼ୀଭୂତ କରାଇବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟି, ଓଡ଼ିଶା ସୋସାଇଟି ଅଫ୍ ଆମେରିକା (ଓସା) ଏବଂ ଆଇଆଇଟି ଭୁବନେଶ୍ୱରର ଏଆଇ…

ଶୀତଦିନରେ ସତର୍କ ରୁହନ୍ତୁ ହୃଦ୍‌ରୋଗୀ, ଏସବୁ କଲେ ହୋଇପାରେ ବଡ଼ ବିପଦ…..

ଶୀତଋତୁରେ ବାୟୁମଣ୍ଡଳର ତାପମାତ୍ରା କମିଯାଏ। ଏହି ପରିବର୍ତ୍ତନ ମନୁଷ୍ୟର ଶରୀର ଉପରେ ପ୍ରଭାବ ପକାଇଥାଏ। ତାପମାତ୍ରା ସର୍ବାଧିକ ହ୍ରାସ ପାଇଲେ, ଧମନୀ ସଙ୍କୁଚିତ ହୁଏ। ଏହାଦ୍ବାରା ରକ୍ତଚାପସ୍ତର ବଢ଼ିଯାଇଥାଏ। ରକ୍ତଚାପ ବଢ଼ିଲେ ହୃଦୟ ଉପରେ ପ୍ରଭାବ ପଡ଼ିପାରେ। ତେଣୁ ଉଚ୍ଚରକ୍ତଚାପରେ ପୀଡ଼ିତ ଓ…

ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ଅବଦାନ ପାଇଁ ପଦ୍ମଭୂଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫

ଶୁଭାରମ୍ଭ ହେଲା ତୃତୀୟ ସୋଆ ସାହିତ୍ୟ ଉତ୍ସବ-୨୦୨୫ । ଦୁଇଦିନିଆ ଲିଟେରାରୀ ଫେଷ୍ଟିଭାଲକୁ ରାଜ୍ୟପାଳ ହରିବାବୁ କମ୍ଭମପାଟି ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଶବ୍ଦର ଯାଦୁଗର, ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ଅବଦାନ ପାଇଁ ପଦ୍ମଭୂଷଣ ଜାଭେଦ ଅଖତରଙ୍କୁ ସୋଆ…

ଆଜିଠୁ ସୋଆ ସାହିତ୍ୟ ମହାକୁମ୍ଭ, ଯୋଗଦେବେ ୧୦୦ରୁ ଅଧିକ ଅତିଥି

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ସୋଆ ପରିଚାଳିତ ସେଣ୍ଟର୍ ଫର୍ ପ୍ରିଜର୍ଭେସନ୍, ପ୍ରୋପାଗେସନ୍ ଆଣ୍ଡ୍ ରେଷ୍ଟୋରେସନ୍ ଅଫ୍ ଆନ୍ସିଏଣ୍ଟ କଲ୍ଚର୍ ଆଣ୍ଡ୍ ହେରିଟେଜ୍ ଅଫ୍ ଇଣ୍ଡିଆ (ପ୍ରାଚୀନ) ପକ୍ଷରୁ ଶନିବାର ଓ ରବିବାର (୨୯ ଓ ୩୦) ସୋଆ ଅଡିଟୋରିୟମ୍ କ୍ୟାମ୍ପସ୍-୨ରେ…

କଅଁଳ ବୟସରୁ ପରିପକ୍ଵ ହେଉଛନ୍ତି ପିଲା; ଆସନ୍ତୁ ଜାଣିବା ଏହାର କାରଣ କ’ଣ ଏବଂ ସମାଧାନ ବିଷୟରେ

ଆଧୁନିକ ଜୀବନଶୈଳୀ, ଦୀର୍ଘ ସମୟ ଫୋନ୍‌ ବ୍ୟବହାର ଆଦି ଅଭ୍ୟାସ ଯୋଗୁଁ ଏବେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ହେଉଛି। ସେଥିରୁ ପ୍ରିକୋସିୟସ୍‌ ପ୍ୟୁବର୍ଟି ଯୋଗୁଁ ପିଲାମାନେ କଅଁଳ ବୟସରୁ ପରିପକ୍ବ ହେଉଛନ୍ତି। ମାତ୍ର ୭ରୁ୮ବର୍ଷରୁ ପୁଅ ଓ ଝିଅଙ୍କ ଶାରୀରିକ ଓ ମାନସିକ ପରିବର୍ତ୍ତନ ହେଉଛି। ଏହା…

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ମାଟ୍ରିକ୍‌ ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ…

ମାଟ୍ରିକ୍‌ ବା ଦଶମ ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଜନ୍ମ ତାରିଖ ଭାବେ ଗ୍ରହଣ କରାଯିବ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଏଥି ସହିତ ଫୁଡ କର୍ପୋରେସନ ଅଫ୍‌ ଇଣ୍ଡିଆ(ଏଫସିଆଇ)ରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ଚାକିରି ସଂପର୍କିତ ରେକର୍ଡରେ ଏଚଏସସି…

ଶୀତଦିନରେ ଏମିତି ନିଅନ୍ତୁ ନିଜ ତ୍ବଚାର ଯତ୍ନ, ଦିଶିବେ ସୁନ୍ଦର….

ଶୀତଦିନ‌ରେ ତ୍ବଚା ଓ ଚର୍ମର ଯତ୍ନ ଅଧିକ ନେବା ଜରୁରୀ ହୋଇଥାଏ। କାରଣ ଏହି ସମୟରେ ଚର୍ମ ରୁକ୍ଷ ଓ କୁଞ୍ଚନ ପଡ଼ିଥାଏ। ତେଣୁ ଏହି ସମୟରେ ତ୍ବଚା ଠାରୁ ଆରମ୍ଭ କରି କେଶ, ନଖ ପ୍ରଭୃତିର ଯତ୍ନ ନେବା ନିହାତି ଦରକାର। ଶୀତଦିନରେ ପାଦ ଫାଟିବା, ଓଠ ଫାଟିବା ଓ ଶରୀରର ବିଭିନ୍ନ ଅଙ୍ଗ ପ୍ରତ୍ୟଙ୍ଗ…

ଶୀତଦିନେ ଶିଶୁଙ୍କ ଠାରେ ଦେଖାଯାଏ ଏସବୁ ରୋଗ… ସତର୍କ ରୁହନ୍ତୁ, ପିଲାଙ୍କ ଯତ୍ନ ନିଅନ୍ତୁ…

ସବୁଠାରୁ ଅଧିକ ଯତ୍ନ ନେବାର ଋତୁ ହେଉଛି ଶୀତ ଋତୁ। ଏହି ସମୟରେ ଶିଶୁଙ୍କ ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ନିଜର ଧ୍ୟାନ ନେବା ଆବଶ୍ୟକ। ଖାସ୍‌ କରି ଛୋଟ ଛୁଆଙ୍କ ସ୍ବାସ୍ଥ୍ୟ। ପିଲାଙ୍କ ସ୍କୁଲ୍‌ ମଧ୍ୟ ସକାଳେ ଥାଏ। ଏହି ଦିନରେ ବିଭିନ୍ନ ଜୀବାଣୁ ଭୂତାଣୁ ଜନିତ ରୋଗ, ଥଣ୍ଡା,…

ଜୀବନ ଯୁଦ୍ଧରେ ହାରିଗଲେ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା…

ମୃତ୍ୟୁ ସହ ଲଢେଇ କରି କରି ଶେଷରେ ହାରିଗଲେ ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର ଛାୟା । ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ…

ଓଡିଶାରେ ହେବ ବିଶ୍ୱ ଶକ୍ତି ମୁଖ୍ୟଙ୍କ ସମ୍ମିଳନୀ

ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ, ଆଇଆଇଟି କାନପୁର ଓ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗର ମିଳିତ ସହଭାଗୀତାରେ ଆସନ୍ତା ୫ ରୁ ୭ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ପୁରୀରେ ବିଶ୍ୱ ଶକ୍ତି ନେତାଙ୍କ ସମ୍ମିଳନୀ ୨୦୨୫ ଆୟୋଜିତ ହେବାକୁ ଯାଉଛି। ପ୍ରକୃତି ଏବଂ ନବସୃଜନ ମଧ୍ୟରେ ସମନ୍ୱୟର ପ୍ରତୀକ ସ୍ୱରୂପ…