Browsing Category

ଦେଶ-ବିଦେଶ

ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ କେହି ସିଜେଆଇ କରିନାହାଁନ୍ତ। ଅବଶ୍ୟ, ଏଥର ଏହାର କାରଣ କୌଣସି ରାୟ ନୁହେଁ, ବରଂ ତାଙ୍କର ଏକ ଯାତ୍ରା । ଘଟଣାହେଲା ସିଜେଆଇ ତିନି…

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଲେ ମହିଳା କର୍ମଚାରୀ

କୋଲକାତା: ପଶ୍ଚିମବଙ୍ଗର ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ବିରୋଧରେ ରାଜଭବନର ଜଣେ ମହିଳା କର୍ମଚାରୀ ଅସଦାଚରଣ ଅଭିଯୋଗ କରିଛନ୍ତି। ଏନେଇ ମହିଳା କର୍ମଚାରୀ ଜଣକ ହରେ ଷ୍ଟ୍ରିଟ ପୋଲିସ ଥାନାରେ ଲିଖିତ ଅଭିଯୋଗ ଦେଇଛନ୍ତି। ମହିଳା କର୍ମଚାରୀ ଅଭିଯୋଗ ଅନୁସାରେ, ସେ ସ୍ଥାୟୀ ଚାକିରି ପାଇଁ ଅନୁରୋଧ…

ଦିଲ୍ଲୀ-ଏନସିଆରର ୧୦୦ସ୍କୁଲକୁ ମିଳିଛି ବୋମାମାଡ଼ ଧମକ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରର ପ୍ରାୟ ୧୦୦ଟି ସ୍କୁଲକୁ ଆଜି ବୋମାମାଡ଼ ଧମକ ଦିଆଯାଇଛି। ଇମେଲ ମାଧ୍ୟମରେ ପଠାଯାଇଥିବା ଧମକରେ କୁହାଯାଇଛି ଯେ ଆମେ ଲୋକଙ୍କୁ ସ୍କୁଲର କାନ୍ଥରେ ସମାଧି ଦେବୁ। ଏହି ଧମକପୂର୍ଣ୍ଣ ଇମେଲ ଆସିବା ପରେ ସବୁ ଛାତ୍ରଛାତ୍ରୀଙ୍କୁ ଘରକୁ ପଠାଯାଇଥିବା ସହ ସର୍ଚ୍ଚ ଅପରେସନ…

କମିଲା ଏଲପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ: ଦିଲ୍ଲୀରେ ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ୧୯ ଟଙ୍କା ହ୍ରାସ ପାଇଛି। ଏହାଫଳରେ ଏବେ ସେଠାରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍‌ ୧୭୪୫ ଟଙ୍କାକୁ କମିଛି। ଏହା ବ୍ୟବସାୟୀମାନଙ୍କୁ କିଛିଟା ଆଶ୍ବସ୍ତି ଦେଇଛି। ସୂଚନାଯୋଗ୍ୟ, ପୂର୍ବରୁ ଜାନୁଆରୀରେ ୧୯ କିଲୋଗ୍ରାମ…