Browsing Category

ଆମ ଓଡ଼ିଶା

ଆସନ୍ତାକାଲି ଓଡ଼ିଶା ଆସିବେ ଅମିତ ଶାହ, କଟକରେ କରିବେ ମେଗା ରୋଡ୍‌ ଶୋ’

କଟକ: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। କଟକରେ ମେଗା ରୋଡ୍ ସୋ’ କରିବେ ଅମିତ ଶାହା । ଶୋଭାଯାତ୍ରା ଅପରାହ୍ନ ୪ଟାରୁ ଗୋପବନ୍ଧୁ ବାଗ ଠାରୁ ଆରମ୍ଭ ହୋଇ ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁବଜାର, ଚାନ୍ଦିନୀ ଚୌକ, ମହମଦିଆ…

ଓଡ଼ିଶାରେ ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଭୋଟ; ପ୍ରାୟ ୭୪ ପ୍ରତିଶତ ମତଦାନ ସୂଚନା, ନବରଙ୍ଗପୁରରେ ସର୍ବାଧିକ ୮୦.୨୨ ଭୋଟିଂ

ଭୁବନେଶ୍ୱର: ଓଡ଼ିଶାରେ ପଡିଛି ପ୍ରଥମ ପର୍ଯ୍ୟାୟ ଭୋଟ । ଇଭିଏମରେ ସିଲ୍ ହୋଇଛି ୨୭୧ ପ୍ରାର୍ଥୀଙ୍କ ଭାଗ୍ୟ । ଛୋଟ ମୋଟ ଗଣ୍ଡଗୋଳକୁ ଛାଡିଲେ ଶାନ୍ତିପୂର୍ଣ୍ଣ ଭାବେ ୪ ଲୋକସଭା ଏବଂ ଏହା ଅଧିନରେ ଆସୁଥିବା ୨୮ ବିଧାନସଭା ଆସନ ପାଇଁ ନିର୍ବାଚନ ଶେଷ ହୋଇଛି । ନିର୍ବାଚନ କମିଶନଙ୍କ ରିପୋର୍ଟ ଅନୁସାରେ…

ଡାକ୍ତର ମାନସ ରଞ୍ଜନ ସାହୁ ଓଡ଼ିଶା ସ୍ୱାସ୍ଥ୍ୟ ବିଶ୍ଵବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର: ଓଡ଼ିଶା ସ୍ୱାସ୍ଥ୍ୟ ବିଶ୍ଵବିଦ୍ୟାଳୟର ନୂଆ କୁଳପତି ଭାବେ ଡାକ୍ତର ମାନସ ରଞ୍ଜନ ସାହୁ ନିଯୁକ୍ତି ପାଇଛନ୍ତି । ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତି ରଘୁବର ଦାସ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ଆଜି ଏ ସମ୍ପର୍କରେ ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ…

ପାଲଲହଡାରେ ଜୋରଦାର ନିର୍ବାଚନ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ, ଅଞ୍ଚଳବାସୀଙ୍କ ପାଇଁ କିଛି କରିନଥିବାରୁ…

ଭୁବନେଶ୍ୱର: ପାଲଲହଡ଼ାରେ ଆଜି ନିର୍ବାଚନ ପ୍ରଚାର କରିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସ୍ମୃତି ପୀଠ କଥା ଉଲ୍ଲେଖ କରି ମହାନ ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପାଣ୍ଡିଆନ କହିଥିଲେ ଯେ, ଦଶ ବର୍ଷ ହେଲା ଏ ମାଟିର ପୁଅ ଜଣେ…

ଚେକିଂ ବେଳେ ଗାଡ଼ିରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ, ୨ ଅଟକ

ବୌଦ୍ଧ: ଚେକିଂ ବେଳେ ଗାଡ଼ିରୁ ବାହାରିଲା ୧୦ ଲକ୍ଷ । ଆଜି ବୌଦ୍ଧ ଓ ନୟାଗଡ଼ ଜିଲ୍ଲା ସୀମାନ୍ତରେ ପୁଲିସ ଗାଡ଼ି ଚେକିଂ କରୁଥିଲା। ସେଇ ସମୟରେ ବୌଦ୍ଧ ଜିଲ୍ଲା ପଟରୁ ଆସୁଥିବା ଗୋଟିଏ କଳା ରଙ୍ଗର କିଆ ଗାଡ଼ିକୁ ପୁଲିସ ଅଟକେଥିଲା। ସେଇ ଗାଡ଼ିକୁ ଚେକିଂ କରିବା ବେଳେ ସେଥିରୁ ୧୦ ଲକ୍ଷରୁ ଅଧିକ ଟଙ୍କା…

ପ୍ରଥମ ପର୍ଯ୍ୟାୟ ଭୋଟ ଦେଉଛି ଓଡିଶା, ସଂଧ୍ୟା ୫ଟା ସୁଦ୍ଧା ୬୨.୯୬ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ସଂଧ୍ୟା ୫ଟା ସୁଦ୍ଧା ୬୨.୯୬ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ…

ଭୋଟ୍ ଦେଉଛି ଓଡିଶା: ଅପରାହ୍ଣ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ, ନୂଆପଡାରେ ସର୍ବାଧିକ ୫୮.୨୫ ପ୍ରତିଶତ ଭୋଟିଂ

ଭୁବନେଶ୍ୱର: ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ଅପରାହ୍ଣ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ ହୋଇଛି । ନୂଆପଡାରେ ସର୍ବାଧିକ ୫୮.୨୫ ପ୍ରତିଶତ ଭୋଟିଂ ହୋଇଥିବା ସୂଚନା ମିଳିଛି । କଳାହାଣ୍ଡିରେ ୫୭.୯୧ ପ୍ରତିଶତ, ନବରଙ୍ଗପୁରରେ ୫୬.୭୬ ପ୍ରତିଶତ, କୋରାପୁଟରେ ୫୩.୨୭ ପ୍ରତିଶତ,…

କାର୍ଯ୍ୟରେ ଅବହେଳା ପାଇଁ ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ

ଭୁବନେଶ୍ବର: ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ । ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ । କାର୍ଯ୍ୟରେ ଗୁରୁତର ଅବହେଳା ଯୋଗଁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବ୍ରହ୍ମପୁର ଲୋକସଭା ନିର୍ବାଚନ…

ଅନୁଭବ ମହାନ୍ତିଙ୍କ ନାଁରେ ଏନବିଡବ୍ଲୁ ଜାରି, ହୋଇପାରନ୍ତି ଗିରଫ

କଟକ: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ NBW । ଅନୁଭବ ମହାନ୍ତିଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ଜାରି । କଟକ ଜେଏମଏଫସି କୋର୍ଟ ପକ୍ଷରୁ ଏନବିଡବ୍ଲୁ ଜାରି ହୋଇଛି । ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ଏନବିଡବ୍ଲୁ ଜାରି ହୋଇଛି । ବର୍ଷାଙ୍କୁ ଅନୁଭବ ଓ…

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ ତାଳଚେରରେ ଏକ ସାଧାରଣ ସଭାସାରି ଅନୁଗୋଳ ଆସି ରୋଡ୍‌ ଶୋ’…