Browsing Category

ଆମ ଓଡ଼ିଶା

ଗଞ୍ଜାମ ଜିଲ୍ଲାର ଚିକିଟିରେ ନିର୍ବାଚନୀ ହିଂସାର ବାତାବରଣ ସୃଷ୍ଟି

ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟିର କଳବାଡ଼ ପଞ୍ଚାୟତ ନୂଆ ମହିଷାଣପୁରରେ ନିର୍ବାଚନୀ ହିଂସାର ବାତାବରଣ ସୃଷ୍ଯି ହୋଇଛି। ବିଜେଡି ବିଜେପି ମଧ୍ୟରେ ହାତାହାତି ପରିସ୍ଥିତି ସ୍ଥାନୀୟ ଅଞ୍ଚଳରେ ଦେଖିବାକୁ ମିଳିଛି। ବିଜେପି ଏଜେଣ୍ଟଙ୍କୁ ବୁଥ ଭିତରକୁ ବିଜେଡି ସମର୍ଥିତ ଲୋକେ ପ୍ରବେଶ କରେଇ ଦେଉ…

ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ୪ଟି ସଂସଦୀୟ କ୍ଷେତ୍ର ଓ ୨୮ଟି ବିଧାନସଭା ଆସନରେ ଚାଲିଛି ମତଦାନ। ନିଜର ମୂଲ୍ୟବାନ ଭୋଟ ଦେଇ ଆଗାମୀ ୫ବର୍ଷ ପାଇଁ ନୂଆ ଜନପ୍ରତିନିଧି ବାଛିବେ ଭୋଟର। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ…

ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି। ନିଜର ମତଦାନ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ସେ ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ୪ ଲୋକସଭା, ୨୮ ବିଧାନସଭା ଆସନରେ ମତଦାନ ଆରମ୍ଭ

ଭୁବନେଶ୍ବର: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହାର ଦେଶରେ ଚତୁର୍ଥ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ଆସନ ଓ ଏହା ଅଧୀନରେ ଆସୁଥିବା…

କାର୍‌ ଓଲଟି ୨ ମୃତ, ୨ ଗୁରୁତର

ଭଞ୍ଜନଗର: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ୪ ଜଣ ସାଙ୍ଗ ଏକ କାର୍‌ରେ ଫୁଲବାଣୀରୁ…

ନିରପେକ୍ଷ ନିର୍ବାଚନ ପାଇଁ ୧୭ ହଜାର ପୁଲିସ ଫୋର୍ସ ନିୟୋଜିତ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ସ୍ୱଚ୍ଛ, ଅବାଧ ଓ ନିରପେକ୍ଷ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୪ ଲୋକସଭା ଓ ୨୮ ବିଧାନସଭା ଆସନର ବିଭିନ୍ନ ପୋଲିଂ ବୁଥରେ ମୋଟ ୧୭ ହଜାର ପ୍ଲାଟୁନ ପୋଲିସ ଫୋର୍ସ,…

୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ। ବାଇକ୍‌ ରାଲି ସହ ଜନସଭାରେ ରାହୁଲ ଯୋଗଦେବେ। ଏନେଇ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି।…

ବଙ୍ଗୋମୁଣ୍ଡାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପ୍ରଚାର; କହିଲେ, ‘ମୁଁ କଣ୍ଟାବାଞ୍ଜିର ବିଧାୟକ…

କଣ୍ଟାବାଞ୍ଜି: କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନବୀନ କହିଛନ୍ତି, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି, ଆପଣ ମାନେ ଖୁସି ତ । ରାଜ୍ୟ ସରକାର କରିଥିବା ବିଭିନ୍ନ ଯୋଜନା ଭଲ…

ଦିନକ ପରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ; ୪ ଲୋକସଭା, ୨୮ ବିଧାନସଭା ପାଇଁ ପ୍ରତିନିଧି ବାଛିବେ ଜନତା

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ । ଅବାଧ, ମୁକ୍ତ ଓ ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ପ୍ରଥମ ପର୍ଯ୍ୟାୟରେ ମୋଟ ଭୋଟର ସଂଖ୍ୟା ୬୨ ଲକ୍ଷ ୮୭ ହଜାର । ସେଭିତରୁ ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର ଓ ୩୧ ଲକ୍ଷ ୮୯…

ମଧ୍ୟରାତିରେ କାଳବୈଶାଖୀର ତାଣ୍ଡବ; ଘଡଘଡି, ପବନ ସାଙ୍ଗକୁ ପ୍ରବଳ ବର୍ଷାରେ ଭିଜିଲା ରାଜଧାନୀ

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ତାଣ୍ଡବ ରଚିଲା କାଳବୈଶାଖୀ । ପବନ, ବିଜୁଳି, ଘଡଘଡି ସାଙ୍ଗକୁ ଅତିପ୍ରବଳ ବର୍ଷାରେ ଭିଜିଲା ଟ୍ୱିନସିଟି । ଏତେ ଜୋରରେ ପବନ ବହିଥିଲା ଯେ ରାସ୍ତା ଉପରେ ଗଛ ଉପୁଡି ପଡିବା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ବିଜୁଳି ସେବା ପ୍ରଭାବିତ ହୋଇଥିଲା । ପ୍ରବଳ…