Browsing Category

ଆମ ଓଡ଼ିଶା

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ବର: ବିଜେଡିରେ ସାମିଲ ହୋଇଛନ୍ତି ଅଭିନେତା ଅଖିଳ ପଟ୍ଟନାୟକ। ସେ କିଛି ଦିନ ତଳେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରି ବିଜେପି ପରିତ୍ୟାଗ କରିଥିଲେ। ଅପରାଜିତା ତାଙ୍କ ଟିକେଟ ଜାଣିଶୁଣି କାଟିଥିବା ସେ ଅଭିଯୋଗ କରିଥିଲେ। ଆଜି ଶଙ୍ଖ ଭବନରେ ମୁଖ୍ୟମନ୍ତ୍ରୀ ନବୀନ…

ବୌଦ୍ଧ ପୋଲିସକୁ ବଡ ସଫଳତା: ୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ: ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବାବେଳେ ବୁଧବାର ୨ ମହିଳା ମାଓବାଦୀ ଓ ୭ ଜଣ ପୁରୁଷ ମାଓବାଦୀ ଆତ୍ମସର୍ମପଣ କରିଛନ୍ତି। ସମସ୍ତ ମାଓବାଦୀ ଛତିଶଗଡ ରାଜ୍ୟରେ ଦାନ୍ତେୱାଡା…

ବିଜେପି ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେପି ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ ଟିକେଟ୍‌ ଦେଇ ବିଜେପି ଅନେକ ଆସନରେ ଅଡ଼ୁଆର ସାମ୍ନା କରୁଛି । କୋରେଇରେ ଆକାଶ ଦାସନାୟକଙ୍କୁ ପ୍ରାର୍ଥୀ କରିବା ପରେ ପ୍ରମୁଖ…

ଆହୁରି ୫ଦିନ ବର୍ଷା, ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ଵର: ଲଗାତାର ୨୧ ଦିନର ହିଟ୍ ୱେବ୍ ପରେ କାଳବୈଶାଖୀ ବର୍ଷା ଆଣି ଦେଇଛି ଆସ୍ବସ୍ତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିରୁ ତ୍ରାହି ପାଇଛନ୍ତି ରାଜ୍ୟବାସୀ। ପ୍ରାୟ ସମସ୍ତ ସହରରେ ପାରଦ ହ୍ରାସ ପାଇଛି। ତାତି କମିଛି ଆଉ ଗରମରୁ ମିଳିଛି ଆଶ୍ବସ୍ତି। ଆସନ୍ତା ୪ଦିନ ଯାଏଁ ଏଭଳି ପାଗ…

ରାସ୍ତା ପାର ହେଉଥିବା ବେଳେ ୨ ଜଣଙ୍କୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ଟ୍ରକ୍‌

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଆଜି ସକାଳେ ଦୁର୍ଘଟଣା ଘଟିଛି। ରାସ୍ତା ପାରି ହେଉଥିବା ବେଳେ ୨ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ପରେ ଟ୍ରକ୍‌ଟି ସେମାନଙ୍କୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଇଥିବା ଜଣାପଡ଼ିଛି। ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକ…

ବିଜେପି ନେତାଙ୍କ ଉପରେ ବର୍ଷିଲେ ଭି କେ ପାଣ୍ଡିଆନ୍

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ ଦେବା ପରେ ଓଡିଶା ରାଜନୀତି ଉଷ୍ମ ହୋଇଛି। ତେବେ ବୁଧବାର ରାତି ନ ପାହୁଣୁ ପ୍ରେସମିଟ୍‌ ଡକାଇଛନ୍ତି ବିଜେଡି ନେତା…

ବସରୁ ଖସି ପଡି ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଗଞ୍ଜାମ: ବସରୁ ଖସି ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ରାଳବ ଛକ ନିକଟରେ ଅଘଟଣ । ମୃତ ଛାତ୍ର ଜଣଙ୍କ ପୁଟିଆପଦର ଗ୍ରାମର ୧୭ ବର୍ଷୀୟ ରାହୁଲ ନାୟକ । କଲେଜରୁ ବସ ଯୋଗେ ଘରକୁ ଫେରୁଥିବା ବେଳେ କୌଣସି କାରଣ ବଶତଃ ବସରୁ ଖସି ପଡିଥିଲେ ରାହୁଲ ।…

ଓଡ଼ିଶା ଆସି ବିଜେପି ପାଇଁ ପ୍ରଚାର କରିବେ ଡ୍ରିମ୍‌ ଗାର୍ଲ ହେମା ମାଳିନୀ

ଭୁବନେଶ୍ୱର: ଓଡିଶା ଆସିବେ ବିଜେପି ନେତ୍ରୀ ତଥା ଡ୍ରିମଗାର୍ଲ ହେମାମାଳିନୀ । ଓଡ଼ିଶାରେ ବିଜେପି ପାଇଁ ପ୍ରଚାର କରିବେ ବଲିଉଡର ଡ୍ରିମ୍‌ ଗାର୍ଲ ତଥା ମଥୁରା ସାଂସଦ ହେମା ମାଳିନୀ। ରାଜ୍ୟ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ହେମା ମାଳିନୀଙ୍କ ନାମ ସ୍ଥାନ ପାଇଛି। ଜ୍ୟୋତିରାଦିତ୍ୟ…

ଦମ୍ ଥିଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ବିଜେପି: କାର୍ତ୍ତିକ ପାଣ୍ଡିଆନ

ଖଲ୍ଲିକୋଟ: ଦମ୍ ଥିଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ବିଜେପି । ଖଲ୍ଲିକୋଟ ନିର୍ବାଚନୀ ସଭାରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । କହିଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ୧୦ ପ୍ରତିଶତ ଆସନରେ ଜିତିବନି ବିଜେପି । ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କିଏ…

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଜୁନ୍ ୧ରେ ୬ ସଂସଦୀୟ କ୍ଷେତ୍ରରେ ପଡିବ ଭୋଟ୍

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍…