Browsing Category
ଆମ ଓଡ଼ିଶା
କାଳବୈଶାଖୀ ଯୋଗୁଁ ଉପକୂଳରେ ତାତିରୁ ଆଶ୍ୱସ୍ତି; ଅସହ୍ୟ ଖରାରେ ଜଳୁଛି ପଶ୍ଚିମ ଓଡ଼ିଶା, ୪୪.୫ ଡିଗ୍ରୀ ସହ ବଲାଙ୍ଗିର…
ଭୁବନେଶ୍ୱର: ଉପକୂଳରେ ଆଶ୍ୱସ୍ତି, ପଶ୍ଚିମରେ ଅସହ୍ୟ ତାତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜି ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଲଗାତର ୨୧ ଦିନ ଧରି ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା…
କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ଝାରସୁଗୁଡ଼ାରେ କଲା ଜରୁରୀ ଅବତରଣ
ଭୁବନେଶ୍ୱର: କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ଆକାଶରେ ପାଖାପାଖି ୨୦ ମିନିଟ୍ ଅପେକ୍ଷା ପରେ ଝାରସୁଗୁଡ଼ା ଫେରିଗଲେ । ଝାରସୁଗୁଡ଼ାରେ ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରର । ଖଡ଼ିଆଳରେ ପ୍ରଚାର ସାରି ଭୁବନେଶ୍ବର…
ତାତିରୁ ମିଳିଲା ସାମାନ୍ୟ ଆଶ୍ବସ୍ତି, କାଳବୈଶାଖୀ ପ୍ରଭାବରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ଭୁବନେଶ୍ୱର: ତାତିରୁ ମିଳିଲା ଆଶ୍ବସ୍ତି, କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ। କାଳବୈଶାଖୀ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ମାଡ଼ ସହ ବର୍ଷା ହୋଇଛି। ଆଜି ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା…
ରାଜ୍ୟରେ ସରକାର ଗଠନ ନେଇ ବିଜେପି କେବଳ ଦିବା ସ୍ୱପ୍ନ ଦେଖୁଛି: ନବୀନ ପଟ୍ଟନାୟକ
ଭୁବନେଶ୍ୱର: ରାଜ୍ୟରେ ସରକାର ଗଠନ ନେଇ ବିଜେପି କେବଳ ଦିବା ସ୍ୱପ୍ନ ଦେଖୁଛି । ଏହା କହିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେପି ଏଥର ଓଡ଼ିଶାରେ ସରକାର ଗଠନ କରିବ ବୋଲି କହି ବୁଲୁଛି । ହେଲେ ଏହାକୁ ଚୁଟକିରେ ଉଡାଇ ଦେଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ…
ପାଗରେ ପରିବର୍ତ୍ତନ, ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଏହା ଭିତରେ ଏକ ଆଶ୍ବସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।…
ଆଜି ପ୍ରକାଶ ପାଇବ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ରେଜଲ୍ଟ
ଭୁବନେଶ୍ୱର: କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍ଜାମିନେଶନ୍ସ (ସିଆଇଏସସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ ମେ’ ୬ ତାରିଖ ଅର୍ଥାତ୍ ଆଜି ଦିନ ୧୧ଟାରେ ପ୍ରକାଶ ପାଇବ। ଏନେଇ ରବିବାର ସିଆଇଏସସିଇ ପକ୍ଷରୁ ସୂଚନା ରହିଛି।…
ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି। ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ।…
ବ୍ରହ୍ମପୁରରେ ପହଞ୍ଚିଲେ ମୋଦି
ବ୍ରହ୍ମପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ। ଏହା ପରେ ସେ ନବରଙ୍ଗପୁରରେ ମଧ୍ୟ ଏକ ବିଶାଳ…
ବର୍ତ୍ତମାନ ଟୁରିଷ୍ଟ ଭଳି ନେତା ମାନେ ଆସୁଛନ୍ତି: ପାଣ୍ଡିଆନ
ବୌଦ୍ଧ: ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ଆଜି ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର କରିଛନ୍ତି। ପୁରୁଣାକଟକର ମିନି ଷ୍ଟାଡିୟମ ଠାରେ ଦିନ ୧୧ ଟା ବେଳେ ପାଣ୍ଡିଆନ ପହଞ୍ଚିବା ପରେ ସଭାରେ…
ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ
ଭୁବନେଶ୍ୱର: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି ‘ଓଡ଼ିଶା ପାଇଁ ମୋଦିଙ୍କ…