Browsing Category

ଆମ ଓଡ଼ିଶା

କାଲି ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ : ରାତି ୨ଟାରେ ହେବ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି

ଆସନ୍ତାକାଲି ଅର୍ଥାତ ରବିବାର ଭାଦ୍ରବ ଶୁକ୍ଳ ପୂର୍ଣ୍ଣିମାରେ ସଂଗଠିତ ହେବ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ। ଏହା ଚଳିତ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ଯାହା ଭାରତରେ ଦୃଶ୍ୟମାନ ହେବ। ଧାର୍ମିକ ବିଶ୍ୱାସ ଅନୁସାରେ, ଏହାକୁ ଏକ ଅଶୁଭ ସମୟ ଭାବରେ ବିବେଚନା କରାଯାଉଛି।…

ସୋମ୍ୟାଶ୍ରୀ ତୋତେ ବି ଭୁଲିଯିବ ଏଇ ସମାଜ !

ନାରୀ ତୁ କେତେ ସୁରକ୍ଷିତ ? ନାରୀ ତୁ କେତେ ନିରୁପାୟ ? ନାରୀ ତୋ ପାଇଁ କଣ ନ୍ୟାୟ ଏ ସମାଜରେ ଅଛି ? ନାରୀ ହେଇ ଏଇ ସମାଜରେ ରହିବା କେତେ ଯେ କଷ୍ଟକର ତାର ଉଦାହରଣ ପ୍ରତ୍ୟେକଦିନ କିଏ ନା କିଏ ମରିଗଲା ପରେ ଆମକୁ ଜଣାପଡୁଛି । ଜଣେ ମରିଗଲେ ଆମର ଅନେକ ଦରଦ । ଜଣେ ଏ ଦୁନିଆ ଛାଡି ଚାଲିଗଲା ପରେ…

ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ

ଦିନକୁ ଦିନ ଶ୍ରୀମନ୍ଦିରରେ ବଢ଼ିବାରେ ଲାଗିଛି ଭକ୍ତଙ୍କ ଭିଡ । ଭକ୍ତଙ୍କ ସଂଖ୍ୟାରେ ବୃଦ୍ଧି ସରକାର ଓ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହୋଇଛି । ତେଣୁ ଆଗକୁ ଦର୍ଶନ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣି ଶୃଙ୍ଖଳିତ ଓ ସୁରକ୍ଷିତ ଦର୍ଶନ ଯୋଗାଇଦେବାକୁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଖୁବ୍…

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ

ଆଜିଠୁ ପାଳନ ହେବ ‘ଓଡ଼ିଆ ପକ୍ଷ’ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି । ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ କରୁଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେ ଆହୁରି…

ଦୋଳ ପୂର୍ଣ୍ଣିମା ଓ ହୋଲି :ଗାଁଠୁ ସହର ସବୁଠି ଉତ୍ସବମୁଖର

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଆଜି ଦୋଳ ପୂର୍ଣ୍ଣିମା। ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଏହି ପର୍ବର ପ୍ରାଧାନ୍ୟ ବେଶୀ। ଫାଲ୍‌ଗୁନ ଦଶମୀ ତିଥିରୁ ସାଧାରଣତଃ ଗୋବିନ୍ଦଙ୍କର ଯାତ୍ରା ଏବଂ ଗ୍ରାମ ପରିକ୍ରମା ଆରମ୍ଭ ହୋଇଥାଏ। ଶ୍ରୀରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି ଝୁଲଣ ମଣ୍ଡପରେ ଦୋଳି ଝୁଲିବା…

ମହିଳାଙ୍କ ସୁରକ୍ଷା ହେଉଛି ସରକାରଙ୍କ ପ୍ରାଥମିକତା: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୦୯/୦୩/୨୫: ମହିଳାଙ୍କ ସୁରକ୍ଷା ହେଉଛି ସରକାରଙ୍କ ପ୍ରାଥମିକତା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଆଜି ଶୁଭାରମ୍ଭ ହୋଇଥିବା ଶକ୍ତି ଆପ୍ଲିକେସନ୍ ମହିଳାମାନଙ୍କ ସୁରକ୍ଷା କ୍ଷେତ୍ରରେ ଏକ ଗେମ୍ ଚେଞ୍ଜର ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

ଉତ୍ତମ ଅଭିନେତା-ଉତ୍ତମ ମଣିଷ:ଝୁରୁଛି ଜନ୍ମମାଟି ଝୁରୁଛନ୍ତି ପ୍ରିୟଜନ

 ଲିଭର୍‌ ସିରୋସିସ୍‌ ସହ ଲଢ଼ି ଶେଷରେ ନିରବି ଗଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର ମହାନାୟକ ଭଞ୍ଜମାଟିର କୁନିଆ ଦାଦା (ଉତ୍ତମ ମହାନ୍ତି)। ବାରିପଦା ସହରରୁ ଅଭିନୟର ଖଡ଼ିଛୁଆଁ ହୋଇଥିଲା ତାଙ୍କର। ବାରିପଦାରେ କଟିଥିଲା ପିଲାଦିନ ଓ ଆଦ୍ୟ ଯୁବାବସ୍ଥା। ହେଲେ ଆଜି ସେ ନାହାନ୍ତି ବୋଲି ଗୁମୁରି କାନ୍ଦୁଛି…

ପୁରୀ ବାଣ ବିସ୍ଫୋରଣ ଘଟଣା ; ହସ୍ପିଟାଲରେ ଆହତଙ୍କୁ ଭେଟି, କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପୁରୀ ବାଣ ବିସ୍ଫୋରଣରେ ଆହତମାନଙ୍କୁ କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ସ୍ଥିତ ସମ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଆହତମାନଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥାବସ୍ଥା ପଚାରି…