Browsing Category
ଆମ ଓଡ଼ିଶା
ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କିତ ବିବାଦୀୟ ମନ୍ତବ୍ୟ ପରେ ଭୁଲ ସ୍ୱୀକାର କଲେ ସମ୍ବିତ ପାତ୍ର; କହିଲେ, ଭୁଲ ପାଇଁ ୩ ଦିନ…
ଭୁବନେଶ୍ୱର: ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କିରେ ବିବାଦୀୟ ବୟାନ ଦେବା ପରେ ନିଜ ଭୁଲ ସ୍ୱୀକାର କଲେ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ । ଏପରି ସାଙ୍ଘାତିକ ଭୁଲ ମନ୍ତବ୍ୟ ଦେଇଥିବା ଯୋଗୁଁ ୩ ଦିନ ପାଇଁ ଉପବାସ କରିବେ ବୋଲି କହିଛନ୍ତି ସମ୍ବିତ । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କରେ ଦେଇଥିବା…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ! ୨୪ ଓ ୨୫ରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କରାଇଲେ ଏସଆରସି
ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ୨୨ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଏହା ପ୍ରାଥମିକ ଭାବେ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହେବ । ୨୪ ତାରିଖ ସକାଳେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବାର…
ଓଡ଼ିଶାରେ ଶେଷ ହେଲା ଦ୍ଵିତୀୟ ପର୍ଯ୍ୟାୟ ମତଦାନ, ଇଭିଏମରେ ସିଲ୍ ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ
ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରାୟତଃ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ଅଧିକ ରହିବା ଆଶା କରାଯାଉଛି। ସଂଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ମତଦାନ…
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି, ସମୁଦ୍ର ଭିତରକୁ ଯିବାକୁ ବାରଣ
ଭୁବନେଶ୍ୱର: ବଙ୍ଗୋପ ସାଗରରେ ଚଳିତ ମାସ ୨୨ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ଦୃଷ୍ଟିରୁ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମେ’୨୩ରୁ ମାଛ ମାରିବା ପାଇଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ…
ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ୍ ଶୋ’, ଜନସମୁଦ୍ର ରାଜଧାନୀର ରାଜରାସ୍ତା
ଭୁବନେଶ୍ୱର: ରାଜଧାନୀର ଏକାମ୍ର ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେଗା ରୋଡ୍ ଶୋ’ । ରୋଡ୍ ଶୋ’ରେ ସାମିଲ ହୋଇଛନ୍ତି ହଜାର ହଜାର ସମର୍ଥକ । ରାସ୍ତା ପାର୍ଶ୍ବରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ନବୀନ ପଟ୍ଟନାୟକ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ ସ୍ଲୋଗାନ…
ବାଇକକୁ ପିଟିଲା ହାଇୱା, ଚାଲିଗଲା ଗୋଟିଏ ପରିବାରର ୪ ସଦସ୍ୟଙ୍କ ଜୀବନ
ଢେଙ୍କାନାଳ: ହାଇୱା ଧକ୍କାରେ ଚାଲିଗଲା ଗୋଟିଏ ପରିବାରର ୪ ସଦସ୍ୟଙ୍କ ଜୀବନ । ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ପିଙ୍ଗୁଆ ନିକଟରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣାରେ ଗୋଟିଏ ପରିବାରର ସ୍ୱାମୀ, ସ୍ତ୍ରୀ ଓ ୨ଛୁଆ ଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ନିକଟସ୍ଥ…
ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍: ଦିନ ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ଅପରାହ୍ଣ ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୫୩.୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ୪୬.୨୩ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୪୮.୯୬ ପ୍ରତିଶତ, କନ୍ଧମାଳ ୪୮.୯୩…
ଅନୁଗୋଳରେ ମୋଦିଙ୍କ ରୋଡ ଶୋ’
ପୁରୀରେ ରୋଡ ଶୋ’ ପରେ ଅନୁଗୋଳରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନୁଗୋଳରେ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ କରି ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏପରିକି ଏଥର ବିଜେଡି ସରକାର ଯିବା ଥୟ ବୋଲି କହିବା ସହ ଅନୁଗୋଳ ବାସିନ୍ଦାଙ୍କୁ ଆସନ୍ତା ୧୦…
ଘସିପୁରା ଗୁଣ୍ଡାଗର୍ଦ୍ଦିକୁ ନେଇ ସିଇଓଙ୍କ କଡା ଚେତାବନୀ
ଭୁବନେଶ୍ବର: କେନ୍ଦୁଝର ଘସିପୁରା ଗୁଣ୍ଡାଗର୍ଦ୍ଦିକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ ) ନିକୁଞ୍ଜ ଧଳ କଡା ଚେତାବନୀ ଦେଇଛନ୍ତି । କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବନି ବୋଲି ସେ କହିଛନ୍ତି । ଘସିପୁରା ଗୁଣ୍ଡାଗର୍ଦ୍ଦିକୁ ନେଇ ପୋଲିସ ଡିଜିଙ୍କ ସହ ସେ କଥା ହୋଇଥିବା ସୂଚନା…
ବଡ଼ଦାଣ୍ଡରେ ମୋଦୀଙ୍କ ମେଗା ରୋଡ ସୋ’
ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ…