Browsing Category

ଆମ ଓଡ଼ିଶା

ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ସୁରକ୍ଷା ବାହିନୀ-ମାଓବାଦୀ ଗୁଳି ବିନିମୟ

ନୂଆପଡ଼ା: ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଏସଓଜି ଯବାନଙ୍କୁ ଗୁଳି ଲାଗିଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଏବେ ଆହତ ଯବାନ ରାୟପୁରର ଏକ ଘରୋଇ ହସ୍ପିଟାଲକୁ…

ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ; ୫ ଲୋକସଭା ସହ ୩୫ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

ଭୁବନେଶ୍ୱର:ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ…

ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ଡ. ସମ୍ବିତ ପାତ୍ର…

ନିମାପଡ଼ା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି

ଭୁବନେଶ୍ୱର: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ…

ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି-ରାଜନାଥ ସିଂ

ରେଢ଼ାଖୋଲ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରେଢ଼ାଖୋଲ ସଭାରେ ସମ୍ବୋଧନ କରି କହିଛନ୍ତି ଯେ ଏଠି ୫୦ ବର୍ଷ କଂଗ୍ରେସ, ୨୫ ବର୍ଷ ବିଜେଡି ଶାସନ କରିଛି। ହେଲେ ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି। ଏପରିକି ରତ୍ନଭଣ୍ଡାର ଚାବି ବି ହଜାଇ ଦେଲେ। ହେଲେ ଯେଉଁ ଦିନ ଆମ ସରକାର…

ଖଲ୍ଲିକୋଟ ହିଂସା: ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ। ଉଭୟଙ୍କୁ ଖଲ୍ଲିକୋଟ ପୋଲିସ ଗିରଫ ପରେ ଏସ୍‌ଆଇଟି ଟିମ୍‌କୁ ହସ୍ତାନ୍ତର କରିଛି। ଗିରଫ ସଂଖ୍ୟା ୧୧କୁ ବୃଦ୍ଧି।…

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଜୁନ ୧୫ ବେଳକୁ ଓଡିଶା ଛୁଇଁବା ସମ୍ଭାବନା

ଭୁବନେଶ୍ୱର: ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମାଳଦ୍ଵୀପ ଏବଂ କୋମରିନ୍‌ ଅଞ୍ଚଳର କିଛି ଅଂଶ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ୱୀପପୁଞ୍ଜ ଏବଂ ଦକ୍ଷିଣ ଆଣ୍ଡାମାନ ସାଗରର କିଛି ଅଂଶକୁ ଆଜି ମୌସୁମୀ ବାୟୁ ଅଗ୍ରସର ହୋଇଛି। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

ଆଜି ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, କାଲି ପୁରୀରେ କରିବେ ରୋଡ୍ ଶୋ’

ଭୁବନେଶ୍ଵର: ନିର୍ବାଚନ ପ୍ରଚାର ପାଇଁ ଆଜି ସନ୍ଧ୍ୟାରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତାକାଲି ସକାଳେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ୍ ଶୋ’ କରିବେ ମୋଦି। ଏହାପରେ ଅନୁଗୁଳ ଯାଇ ଏକ ଜନସଭାକୁ ସମ୍ବୋଧନ କରିବା ସହ କଟକରେ…

କାଲି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍, ବୁଥ ଅଭିମୁଖେ ପୋଲିଂ ପାର୍ଟି

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ। ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ୫ ଲୋକସଭା ସହ ୩୫ ବିଧାନସଭା ଆସନରେ ହେବ ଭୋଟ୍ ଗ୍ରହଣ କରାଯିବ । ବରଗଡ଼, ସୁନ୍ଦରଗଡ଼,…

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା…