Browsing Category
ଆମ ଓଡ଼ିଶା
ଓଡ଼ିଶାରେ ଜବତ ହେଲାଣି ୭୩ କୋଟି ଟଙ୍କାର ନିଶାଦ୍ରବ୍ୟ
ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର ସହ ୩୫ ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ । ହେଲେ ଏଯାବତ ରାଜ୍ୟର ବିଭିନ୍ନ ସ୍ଥାନରୁ ୧୭ କୋଟି ୧୮ ଲକ୍ଷ ଟଙ୍କା ଜବତ ହୋଇ ସାରିଲାଣି। ସେହିପରି ୭୩ କୋଟି ଟଙ୍କାର ଗଞ୍ଜେଇ, ବ୍ରାଉନସୁଗର ଆଦି…
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ
ଛତ୍ରପୁର: ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ ସଭା ଓ ୮ ଟି ବିଧାନସଭା ପାଇଁ ନିର୍ବାଚନ ହେବ। ଭଞ୍ଜନଗର, ଆସିକା, ସୋରଡ଼ା, ସାନଖେମୁଣ୍ଡି, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ ଓ…
ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ: ପାଣ୍ଡିଆନ
ପୁରୀ: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ ଓ ଏମପି ପ୍ରାର୍ଥୀ…
ଜମିବାଡ଼ି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା, ୨ ଅଟକ
କେନ୍ଦୁଝର: ଜମିବାଡି ବିବାଦକୁ କେନ୍ଦ୍ର କରି ମହିଳାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଖଣ୍ଟଘର ଗାଁର ପାରାଭାଡି ସାହିରେ ଘଟିଛି ଏପରି ଜଘନ୍ୟ ହତ୍ୟା କାଣ୍ଡ । ମୃତକ ହେଲେ କୁନ୍ତଳା ନାୟକ । ଘର ବାରଣ୍ଡାରେ କୁନ୍ତଳାଙ୍କ ରକ୍ତାକ୍ତ ମୃତଦେହ…
ସୁକୁମାରେ ଗୁଳିବିନିମୟ, ପୋଲିସ ଏନ୍କାଉଣ୍ଟରରେ ଜଣେ ମାଓବାଦୀ ମୃତ
ମାଲକାନଗିରି: ପୋଲିସ ଏନ୍କାଉଣ୍ଟରରେ ଜଣେ ମାଓବାଦୀ ମୃତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ସଫଳତା । ପୋଲିସ ଏନକାଉଣ୍ଟରରେ ଟଳିପଡ଼ିଲା ହାର୍ଡକୋର ମାଓବାଦୀ । ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆରଜି ଯବାନ ଟେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ…
ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସନ୍ଧ୍ୟାରେ ସରୁଛି ପ୍ରଚାର, ଶେଷ ଦିନରେ ନେତାଙ୍କ ଜୋରଦାର ପ୍ରଚାର
ଭୁବନେଶ୍ୱର: ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସଂଧ୍ୟାରେ ଥମିବ ପ୍ରଚାର । ଆସନ୍ତା ସୋମବାର ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ । ପଶ୍ଚିମ ଓଡ଼ିଶାର ୩ଟି ପ୍ରମୁଖ ଲୋକସଭା ଆସନ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର ଓ ଏହା ଅନ୍ତର୍ଗତ୨୧ ବିଧାନସଭା ଆସନ ପାଇଁ ଦ୍ବିତୀୟ…
ରାଜ୍ୟକୁ ପୁଣି ଫେରିବ ଅସହ୍ୟ ତାତି ଓ ଗୁଳୁଗୁଳି, ୪୫ ଡିଗ୍ରୀ ଛୁଇଁପାରେ ପାରଦ
ଭୁବନେଶ୍ୱର: ପୁଣି ଅସ୍ତବ୍ୟସ୍ତ କରିବ ଅସହ୍ୟ ତାତି ଓ ଗୁଳୁଗୁଳି । ୪ରୁ ୫ଦିନ ମଧ୍ୟରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ। କାଲିଠାରୁ ଅଧିକ ଅନୁଭୂତ ହେବ ତାତି। ୨୦ତାରିଖ ବେଳକୁ ପ୍ରବଳ ଗରମ ପାଇଁ ଗ୍ରୀଷ୍ମଲହରୀ ଚେତାବନୀ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଗୋଟିଏ…
ନିର୍ବାଚନ ସମୟ ଆସିଲେ ଓଡ଼ିଶାକୁ ପଲିଟିପାଲ ଟୁରିଷ୍ଟ ଆସନ୍ତି: ନବୀନ
ଭୁବନେଶ୍ବର: କେନ୍ଦ୍ରୀୟ ବିଜେପି ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ କଡା ସମାଲୋଚନା । ବିଜେପିର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ ଟୁରିଷ୍ଟ କହି ଆକ୍ଷେପ କରିଛନ୍ତି ନବୀନ । ଜାତୀୟ ନ୍ୟୁଜ ସରବରାହ ସଂସ୍ଥା ପିଟିଆଇକୁ ସାକ୍ଷାତାକାର ଦେଇ ଏମିତି ଟିପ୍ପଣୀ…
ଦଳବିରୋଧୀ କାର୍ଯ୍ୟ କାରଣରୁ ବିଜେପିରୁ ବହିଷ୍କୃତ ହେଲେ ବିଜୟ ମହାପାତ୍ର, ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ
ଭୁବନେଶ୍ୱର: ବିଜେପିରୁ ବହିଷ୍କୃତ ହେଲେ ବିଜୟ ମହାପାତ୍ର । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୟଙ୍କୁ ଦଳ ବହିଷ୍କାର କରିଛି । ବିଜେପି ରାଜ୍ୟ ସଭାପତିଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟାନୁଷ୍ଠାନ । ବିଜୟ ମହାପାତ୍ରଙ୍କ ସହ ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ବିଜେପି ବହିଷ୍କୃତ କରିଛି…
ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT
ଭୁବନେଶ୍ୱର: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT । ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ଜଣଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ – ଏସଆଇଟି। ଏସଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ଏସଆଇଟି…