Browsing Tag

Akshaya Tritiya

ଆଜି ପବିତ୍ର ଅକ୍ଷୟ ତୃତୀୟା, ଅକ୍ଷିମୁଠି ଅନୁକୂଳର ପର୍ବ

ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥିକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରଯାଏ। ଏହା ମୁଖ୍ୟତଃ ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ ଓଡ଼ିଶାର ପୁରପଲ୍ଲୀରେ କୃଷକମାନେ ଏହାକୁ ବେଶ୍‌ ଆନନ୍ଦ ଓ ଉତ୍ସାହର ସହ ପାଳନ କରିଥାନ୍ତି। ଏହିଦିନ କୃଷକମାନେ ଭଲ…