ଆସନ୍ତାକାଲି ଓଡ଼ିଶା ଆସିବେ ଅମିତ ଶାହ, କଟକରେ କରିବେ ମେଗା ରୋଡ୍ ଶୋ’
କଟକ: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। କଟକରେ ମେଗା ରୋଡ୍ ସୋ’ କରିବେ ଅମିତ ଶାହା । ଶୋଭାଯାତ୍ରା ଅପରାହ୍ନ ୪ଟାରୁ ଗୋପବନ୍ଧୁ ବାଗ ଠାରୁ ଆରମ୍ଭ ହୋଇ ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁବଜାର, ଚାନ୍ଦିନୀ ଚୌକ, ମହମଦିଆ…