Browsing Tag

Balianta Police

ବାଲିଅନ୍ତାରେ ଯୁବକଙ୍କୁ ଲୁହା ରଡ୍‌ରେ ପିଟି ପିଟି ହତ୍ୟା ଅଭିଯୋଗ, ଜଣେ ଗିରଫ

ଭୁବନେଶ୍ୱର: ବାଲିଅନ୍ତାରେ ପୁଣି ବର୍ବରତା, ଯୁବକଙ୍କୁ ଲୁହା ରଡ୍‌ରେ ପିଟି ପିଟି ହତ୍ୟା । ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅନ୍ତର୍ଗତ ପାଟଣା ଗ୍ରାମରେ ଘଟିଛି ଏପରି ଏକ ଅଭାବନୀୟ ଘଟଣା । ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଲୁହା ରଡ୍‌ରେ ମରଣାନ୍ତକ ଆକ୍ରମଣ…