ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା: ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଦ୍ୟାଭାରତୀ
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ସହକାରୀ ବନ ସଂରକ୍ଷକ (ACF) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପୁଣି ଏକ ନୂଆ ମୋଡ଼ ଆସିଛି। ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ପାଇଁ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଆଗୁଆ ଜାମିନ ଆବେଦନ କରି ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।…