ସ୍ତନ କର୍କଟ ଚିକିତ୍ସାରେ ନୂତନ ସମ୍ଭାବନା ‘ବିଛା’
ସ୍ତନ କର୍କଟରେ ଆକ୍ରାନ୍ତଙ୍କ ମଧ୍ୟରୁ ପ୍ରତିବର୍ଷ ପ୍ରାୟ ୨୫% ମହିଳାଙ୍କର ମୃତ୍ୟୁ ହୋଇଥାଏ। ସ୍ତନକର୍କଟର ଚିକିତ୍ସା ପାଇଁ ଔଷଧ, କେମୋଥେରାପି, ରାଡିଏସନ୍ ଥେରାପି ଏବଂ ଅସ୍ତ୍ରୋପଚାର ପଦ୍ଧତି ଗ୍ରହଣ କରାଯିବା ସାଧାରଣ କଥା। ହେଲେ ଏବେ ଏହି ଚିକିତ୍ସା ପଦ୍ଧତିରେ ବିଛାର ଗୁରୁତ୍ବପୂର୍ଣ୍ଣ…