Browsing Tag

Campus Elections

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ; ଅକ୍ଟୋବର ୧୫ରେ ଭୋଟ୍, କମ୍ପିବ କଲେଜ କ୍ୟାମ୍ପସ୍

ଭୁବନେଶ୍ୱର: ଦୀର୍ଘ ୮ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଅକ୍ଟୋବର ୧୫ରେ ଛାତ୍ର ସଂସଦ ନିର୍ବାଚନ।୧୬ରେ ଶପଥଗ୍ରହଣ ସମାରୋହ। ଗଣମାଧ୍ୟମକୁ ସୂଚନା ଦେଲେ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଓଡ଼ିଶାରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଉଚ୍ଚଶିକ୍ଷା ବିଭାଗ…