ବିଶ୍ୱ କର୍କଟ ଦିବସ: ଜାଣନ୍ତୁ କ’ଣ ରହିଛି ଏହି ଦିବସର ଉଦ୍ଦେଶ୍ୟ
କର୍କଟ ରୋଗ ସମ୍ପର୍କରେ ବିଶ୍ୱବ୍ୟାପୀ ସଚେତନତା, ନିରାକରଣ ଏହା ସାଙ୍ଗକୁ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ହ୍ରାସ କରିବା ପାଇଁ ପ୍ରତିବର୍ଷ ଫେବୃଆରୀ ୪ ତାରିଖରେ ଏହି ଦିନଟିକୁ ପାଳନ କରାଯାଏ। ସଚେତନତା ସୃଷ୍ଟି କରିବା ଏବଂ ଏହାର ପ୍ରତିରୋଧ, ଚିହ୍ନଟ ଏବଂ ଚିକିତ୍ସା ପାଇଁ ଉତ୍ସାହିତ କରିବା ପାଇଁ…