ଭୀଷଣ ବାତ୍ୟାରେ ପରିଣତ ହେଲା ବାତ୍ୟା ‘ମୁରାସୁ’: ଦକ୍ଷିଣ ଓଡ଼ିଶାର ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ମୁରାସୁ’ ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ର ସୂଚନା ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଏହା ଏକ ଭୀଷଣ ସାମୁଦ୍ରିକ ଝଡ଼ (Severe Cyclonic Storm) ରେ ପରିଣତ ହୋଇଛି । ଏହାର ପ୍ରଭାବରେ ଦକ୍ଷିଣ…