କଲେଜରେ ମିଳିବ ମାଗଣା ହାଇସ୍ପିଡ୍ ୱାଇଫାଇ, ‘ଓଡ଼ିଶା ଶିକ୍ଷା ନେଟ୍’ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର: ରାଜ୍ୟର ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ ବଡ଼ ଧରଣର ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ପାଠପଢ଼ା ପାଇଁ ଏଣିକି ଇଣ୍ଟରନେଟ୍ ଆଉ ବାଧକ ସାଜିବ ନାହିଁ ।ଏଣିକି କଲେଜରେ ମିଳିବ ମାଗଣା ହାଇସ୍ପିଡ୍ ୱାଇଫାଇ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ…