ଇତିହାସ ରଚିଲେ ଓଡିଆ ଆଦିବାସୀ ମହିଳା
ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ତଥା ଓଡିଆ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଜିତାପଟ ହାସଲ କରିଛନ୍ତି। ସେ ୬୪ ପ୍ରତିଶତ ଭୋଟରେ ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ପରାସ୍ତ କରିଛନ୍ତି। ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବକୁ ସାର ଦେଶ…