Browsing Tag

Droupadi Murmu

ଓଡ଼ିଶାର ନୂତନ ରାଜ୍ୟପାଳ ବ୍ରଜ ମୋହନ ରାମଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିବା ବ୍ରଜ ମୋହନ ରାମଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟର ବିକାଶ ତଥା ଏକ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ନୂଆ ରାଜ୍ୟପାଳଙ୍କ ମାର୍ଗଦର୍ଶନ ଏବଂ ସହଯୋଗ କାମନା କରିଛନ୍ତି…