Browsing Tag

durgapuja’

କଟକରେ ପ୍ରଥମେ କିଏ ଆରମ୍ଭ କରିଥିଲେ ଦୁର୍ଗାପୂଜା ?

କଟକ ସହର ଯେତିକି ପୁରୁଣା, ଏହାର ଐତିହ୍ୟ ଓ ପରମ୍ପରା ମଧ୍ୟ ସେତିକି ସମୃଦ୍ଧ । ପ୍ରାୟ ୫ ଶହ ବର୍ଷ ପୂର୍ବେ କଟକରେ ଦୁର୍ଗାପୂଜା ଆରମ୍ଭ ହୋଇଥିଲା । ତ୍ରୟୋଦଶ ଶତାବ୍ଦୀରେ କଟକରେ ବାରବାଟୀ ଦୁର୍ଗ ନିର୍ମାଣ ସହ ଏଠାକାର ରକ୍ଷାକର୍ତ୍ତ୍ରୀ ଭାବେ ମା’ ଗଡ଼ଚଣ୍ଡୀଙ୍କୁ ସ୍ଥାପନ କରାଯାଇ ପୂଜା…