Browsing Tag

Election

କାଲି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍, ବୁଥ ଅଭିମୁଖେ ପୋଲିଂ ପାର୍ଟି

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ। ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ୫ ଲୋକସଭା ସହ ୩୫ ବିଧାନସଭା ଆସନରେ ହେବ ଭୋଟ୍ ଗ୍ରହଣ କରାଯିବ । ବରଗଡ଼, ସୁନ୍ଦରଗଡ଼,…

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସନ୍ଧ୍ୟାରେ ସରୁଛି ପ୍ରଚାର, ଶେଷ ଦିନରେ ନେତାଙ୍କ ଜୋରଦାର ପ୍ରଚାର

ଭୁବନେଶ୍ୱର: ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସଂଧ୍ୟାରେ ଥମିବ ପ୍ରଚାର । ଆସନ୍ତା ସୋମବାର ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ । ପଶ୍ଚିମ ଓଡ଼ିଶାର ୩ଟି ପ୍ରମୁଖ ଲୋକସଭା ଆସନ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର ଓ ଏହା ଅନ୍ତର୍ଗତ୨୧ ବିଧାନସଭା ଆସନ ପାଇଁ ଦ୍ବିତୀୟ…

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଜୁନ୍ ୧ରେ ୬ ସଂସଦୀୟ କ୍ଷେତ୍ରରେ ପଡିବ ଭୋଟ୍

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍…