ଦୋଳ ପୂର୍ଣ୍ଣିମା ଓ ହୋଲି :ଗାଁଠୁ ସହର ସବୁଠି ଉତ୍ସବମୁଖର
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଆଜି ଦୋଳ ପୂର୍ଣ୍ଣିମା। ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଏହି ପର୍ବର ପ୍ରାଧାନ୍ୟ ବେଶୀ। ଫାଲ୍ଗୁନ ଦଶମୀ ତିଥିରୁ ସାଧାରଣତଃ ଗୋବିନ୍ଦଙ୍କର ଯାତ୍ରା ଏବଂ ଗ୍ରାମ ପରିକ୍ରମା ଆରମ୍ଭ ହୋଇଥାଏ। ଶ୍ରୀରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି ଝୁଲଣ ମଣ୍ଡପରେ ଦୋଳି ଝୁଲିବା…