ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା: ଅକ୍ଟୋବର ୨୪ ସୁଦ୍ଧା କୂଳକୁ ଫେରିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ଅକ୍ଟୋବର ୨୮ ତାରିଖ ସକାଳ ସୁଦ୍ଧା ଏହି ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ…