Browsing Tag

Heavy Rains

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା: ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ…

ଭୁବନେଶ୍ୱର: ବାତ୍ୟା 'ଅର୍ଣ୍ଣବ' ପ୍ରଭାବରେ ସମଗ୍ର ରାଜ୍ୟର ପାଣିପାଗରେ ବଡ଼ ଧରଣର ପରିବର୍ତ୍ତନ ଦେଖାଦେଇଛି। ଏହି ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରୁଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଭାଗରେ ବର୍ଷା ଆରମ୍ଭ ହୋଇଯାଇଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ…