ଜୀବନ ଯୁଦ୍ଧରେ ହାରିଗଲେ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା…
ମୃତ୍ୟୁ ସହ ଲଢେଇ କରି କରି ଶେଷରେ ହାରିଗଲେ ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର ଛାୟା ।
ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ…