IAS ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର, ନବରଙ୍ଗପୁର ଓ ନୂଆପଡ଼ାକୁ ମିଳିଲେ ନୂଆ ଜିଲ୍ଲାପାଳ
ଭୁବନେଶ୍ୱର: ରାଜ୍ୟରେ ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଦୁଇଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ବଦଳି କରାଯିବା ସହିତ ମୋଟ ୭ ଜଣ ଅଧିକାରୀଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ନବରଙ୍ଗପୁର…