Browsing Tag

IMD Odisha

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ: ଓଡ଼ିଶା ଓ ଆନ୍ଧ୍ର ଉପକୂଳ ପାଇଁ ବାତ୍ୟା ସତର୍କତା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଅଧିକ ଘନୀଭୂତ ହୋଇ ଶୁକ୍ରବାର ଦିନ ଏକ ଗଭୀର ଅବପାତର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ଓଡ଼ିଶାର ଗୋପାଳପୁରଠାରୁ ପ୍ରାୟ ୯୮୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି। ଏହା ବର୍ତ୍ତମାନ ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି…