Browsing Tag

IMD

ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’: ୧୫୦ କି.ମି ବେଗରେ ଝଡ଼ତୋଫାନ, ୟାନମ୍‌ରେ…

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ସାମୁଦ୍ରିକ ଝଡ଼ 'ଅର୍ଣ୍ଣବ' । ବାତ୍ୟା ଅର୍ଣ୍ଣବ ସମ୍ପୂର୍ଣ୍ଣ ସ୍ଥଳଭାଗକୁ ପ୍ରବେଶ କରିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାପରେ ଅତି ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାରେ ପାରିଣତ ହେବ । ଆଜି ରାତି…

କାଲି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା ‘ଅର୍ଣ୍ଣବ’, ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ପାଇଁ…

ଭୁବନେଶ୍ୱର: ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅତି ଭୀଷଣ ଘୂର୍ଣ୍ଣିବଳୟ ବା ବାତ୍ୟା 'ଅର୍ଣ୍ଣବ' ପୂର୍ବ ଉପକୂଳ ଆଡ଼କୁ ଦ୍ରୁତ ଗତିରେ ମାଡ଼ି ଆସୁଛି। ଆସନ୍ତା ଅକ୍ଟୋବର ୨୮ ବୁଧବାର ସକାଳେ ଏହା ବାପାଟ୍ଲା ଏବଂ ବିଶାଖାପାଟଣା ମଧ୍ୟରେ ୟାନାମ (କାକିନାଡ଼ା ନିକଟରେ) ସ୍ଥଳଭାଗ…

ସମୁଦ୍ରରେ ଆହୁରି ଭୟଙ୍କର ହେଉଛି ବାତ୍ୟା ‘ଅର୍ଣ୍ଣବ’: ଘଣ୍ଟାପ୍ରତି ପବନର ବେଗ ୧୮୦ କି.ମି ଛୁଇଁବା…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅତି ଭୀଷଣ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ଆଗାମୀ କିଛି ଘଣ୍ଟା ମଧ୍ୟରେ ଆହୁରି ଭୟଙ୍କର ରୂପ ଧାରଣ କରିବାକୁ ଯାଉଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସମୁଦ୍ର ମଧ୍ୟରେ ଏହାର ତୀବ୍ରତା ବୃଦ୍ଧି ପାଉଥିବା ବେଳେ ପବନର ବେଗ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’, ଆଜି ରାତି ସୁଦ୍ଧା ନେବ ଭୀଷଣ ରୂପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ଅର୍ଣ୍ଣବ' । ଗଭୀର ଅବପାତ ନେଲା ବାତ୍ୟାର ରୂପ ।ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ସୋମବାର ସକାଳ ୫.୩୦ ମିନିଟରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ବାତ୍ୟା ‘ଅର୍ଣ୍ଣବ’ ରୂପ ନେଇଛି। ଗତ ୬ ଘଣ୍ଟା ମଧ୍ୟରେ ଏହା…

ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା: ଅକ୍ଟୋବର ୨୪ ସୁଦ୍ଧା କୂଳକୁ ଫେରିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ଅକ୍ଟୋବର ୨୮ ତାରିଖ ସକାଳ ସୁଦ୍ଧା ଏହି ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଅକ୍ଟୋବର ୨୬ ସୁଦ୍ଧା ଆନ୍ଧ୍ର-ଓଡ଼ିଶା ଉପକୂଳ ମୁହାଁ ହେବ ବାତ୍ୟା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକାଳ ସାଢେ ୫ଟାରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି । ପରେ ଏହା ଘନୀଭୂତ ହୋଇ ଆସନ୍ତାକାଲି ଅବପାତ ହେବା ନେଇ ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ…

ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ: ଆସନ୍ତା ସପ୍ତାହରେ ବାତ୍ୟା ସମ୍ଭାବନା ନେଇ ୟୁରୋପୀୟ ମଡେଲର ଆକଳନ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଗତକାଲି ଉତ୍ତର ଆଣ୍ଡାମାନ ସାଗର ଉପରେ ଥିବା ଏକ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିଛି। ଆଜି ସକାଳ ୦୫:୩୦ ସମୟରେ ଏହା ଉତ୍ତର ଆଣ୍ଡାମାନ ସାଗର ନିକଟସ୍ଥ ଆଣ୍ଡାମାନ ଦ୍ୱୀପପୁଞ୍ଜ ନିକଟ ସମୁଦ୍ରରେ କେନ୍ଦ୍ରୀଭୂତ…

ଅକ୍ଟୋବରରେ ମେ’ ମାସର ଅନୁଭୂତି: ଅସମ୍ଭାଳ ତାତିରେ ସିଝୁଛି ଉପକୂଳ ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଅକ୍ଟୋବର ମାସରେ ଅସ୍ୱାଭାବିକ ଗରମ ଅନୁଭୂତ ହେଉଛି। ସୋମବାର ତୁଳନାରେ ମଙ୍ଗଳବାର ଦିନ ତାପମାତ୍ରା ଆହୁରି ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଅକ୍ଟୋବର ମାସରେ ମେ' ମାସ ଭଳି ତାତି ଅନୁଭୂତ ହେଉଥିବାରୁ ଜନଜୀବନ ପ୍ରଭାବିତ ହେବାରେ ଲାଗିଛି।…