ବଙ୍ଗୋମୁଣ୍ଡାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପ୍ରଚାର; କହିଲେ, ‘ମୁଁ କଣ୍ଟାବାଞ୍ଜିର ବିଧାୟକ…
କଣ୍ଟାବାଞ୍ଜି: କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନବୀନ କହିଛନ୍ତି, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି, ଆପଣ ମାନେ ଖୁସି ତ । ରାଜ୍ୟ ସରକାର କରିଥିବା ବିଭିନ୍ନ ଯୋଜନା ଭଲ…