Browsing Tag

Kartik Pandian

ପ୍ରଥମ ପର୍ଯ୍ୟାୟ ଭୋଟରେ ୨୮ରୁ ୨୪ ଆସନରେ ଜିତିବ ବିଜେଡି: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର: ସୋମବାର ଦିନ ଓଡ଼ିଶାରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ଭୋଟ୍ । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଯେଉଁ ୨୮ ବିଧାନସଭା ଆସନ ପାଇଁ ଭୋଟ୍ ପଡ଼ିଛି,ସେଥିରୁ ବିଜେଡି ୨୪ ଆସନ ଜିତିବ ବୋଲି ଦମ୍ଭୋକ୍ତି ରଖିଛନ୍ତି କାର୍ତ୍ତିକ ପାଣ୍ଡିଆନ । ସେ କହିଛନ୍ତି ଯେ,ସବୁ ପର୍ଯ୍ୟାୟ ଭୋଟରେ…

ଓଡିଶା ବିଜେପିର ଆତ୍ମବିଶ୍ୱାସ ପୂରା ଭାଙ୍ଗି ଯାଇଛି, ତେଣୁ ପ୍ରଧାନମନ୍ତ୍ରୀ ବାରମ୍ବାର ଓଡିଶା ଆସୁଛନ୍ତି ବୁଷ୍ଟର…

ସୁନ୍ଦରଗଡ: ସୁନ୍ଦରଗଡ ଜନସଭାରେ ବିଜେଡି ସରକାରର ବିକାଶ କଥା କହିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍ । କନ୍ଧମାଳ ମାଟିରୁ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଚାରିଥିବା ପ୍ରଶ୍ନର ଉତ୍ତର ବି ଦେଇଛନ୍ତି ପାଣ୍ଡିଆନ୍ । ସେ କହିଛନ୍ତି, ଆମ…

ରାଜ୍ୟରେ ବିଜୁଳି ବିଲ୍‌ ମାଗଣା ଘୋଷଣା ପରେ ବିରୋଧୀଙ୍କୁ ଲାଗିଛି କରେଣ୍ଟ: ବିରୋଧୀଙ୍କୁ ପାଣ୍ଡିଆନ୍‌ଙ୍କ ଟାର୍ଗେଟ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପଲ୍ଲୀରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜନସଭା । ଜନସଭାରେ ଯୋଗ ଦେଇ ବିକାଶମୂଳକ କାମର ହିସାବ ଦେବା ସହ ବିରୋଧୀ ବିଜେପିକୁ ଟାର୍ଗେଟ କରିଛନ୍ତି ପାଣ୍ଡିଆନ । ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ବିଜେଡିର ଇସ୍ତାହାରରେ ବିଜୁଳି ବିଲ୍‌…