Browsing Tag

Kendrapara News

ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ୱସ୍ତି: ଅନାସ୍ଥା ପ୍ରସ୍ତାବ କାର୍ଯ୍ୟାନୁଷ୍ଠାନ ବେଆଇନ ଘୋଷିତ

କଟକ: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିଖିରି ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କୁ ଓଡ଼ିଶା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ କାର୍ଯ୍ୟାନୁଷ୍ଠାନକୁ ହାଇକୋର୍ଟ ଅସିଦ୍ଧ ତଥା ବେଆଇନ ଘୋଷଣା କରିଛନ୍ତି।…