Browsing Tag

LA 2028 Olympics

ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପୁରସ୍କାର ଘୋଷଣା

ଭୁବନେଶ୍ୱର: ଏସିଆନ ଗେମ୍ସ ୨୦୨୬ରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଭାରତୀୟ ମହିଳା ହକି ଦଳକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି। ଏହି ଐତିହାସିକ ବିଜୟ ପାଇଁ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫଙ୍କୁ ୫.୫ ଲକ୍ଷ ଟଙ୍କା ଲେଖାଏଁ…