ଆଜିଠୁ ପବିତ୍ର ପଞ୍ଚୁକ: ଜାଣନ୍ତୁ ଏହାର ଆଧ୍ୟାତ୍ମିକ ମହତ୍ତ୍ୱ ଓ ମହାପ୍ରଭୁଙ୍କ ପାଞ୍ଚ ବେଶ ସମ୍ପର୍କରେ…
ଭୁବନେଶ୍ୱର: ଓଡ଼ିଶାର ସଂସ୍କୃତି ଓ ପରମ୍ପରାରେ କାର୍ତ୍ତିକ ମାସର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି। ଏହି ମାସର ଶେଷ ପାଞ୍ଚ ଦିନକୁ ପଞ୍ଚୁକ ଭାବରେ ପାଳନ କରାଯାଏ, ଯାହା ଶ୍ରଦ୍ଧାଳୁଙ୍କ ପାଇଁ ଅତ୍ୟନ୍ତ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ଭଗବାନଙ୍କ ନିକଟରେ ସମର୍ପଣ, ଉପାସ ଓ ଆଧ୍ୟାତ୍ମିକ…