ମହିଳା ଦିବସରେ ଆମେ ନାରୀ ଶକ୍ତିକୁ ପ୍ରଣାମ କରୁଛୁ !
ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶର ମହିଳାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସାରା ବିଶ୍ୱରେ ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଛି । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମହିଳାମାନଙ୍କୁ ସେମାନଙ୍କ ଶକ୍ତି ପାଇଁ ଅଭିନନ୍ଦନ…