Browsing Tag

MSME

ଓଡ଼ିଶାରେ ୩୯,୩୮୩ କୋଟି ଟଙ୍କାର ୫୩ଟି ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି। ବୁଧବାର ଦିନ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୋଟ ୩୯,୩୮୩ କୋଟି ଟଙ୍କା ବିନିଯୋଗରେ ୧୪ଟି ଜିଲ୍ଲାରେ ୫୩ଟି ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ ପ୍ରାୟ…