Browsing Tag

OAS Reshuffle

ରାଜ୍ୟରେ ବଡ଼ ଧରଣର ଓଏଏସ୍ ସ୍ତରରେ ଅଦଳବଦଳ: ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି

ଭୁବନେଶ୍ୱର: ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ କଲେ ରାଜ୍ୟ ସରକାର । ନୂଆ ଦାୟିତ୍ୱରେ ଅନେକ ବରିଷ୍ଠ ଅଧିକାରୀ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ…