Browsing Tag

Odisha Administration

IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଡ. ପୋମା ଟୁଡୁ କୃଷି ନିର୍ଦ୍ଦେଶକ ଭାବେ ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏହି ଅଦଳବଦଳରେ ଅନେକ ବରିଷ୍ଠ ଅଧିକାରୀଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ପ୍ରଦାନ କରାଯାଇଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।…