Browsing Tag

Odisha Election

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସନ୍ଧ୍ୟାରେ ସରୁଛି ପ୍ରଚାର, ଶେଷ ଦିନରେ ନେତାଙ୍କ ଜୋରଦାର ପ୍ରଚାର

ଭୁବନେଶ୍ୱର: ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସଂଧ୍ୟାରେ ଥମିବ ପ୍ରଚାର । ଆସନ୍ତା ସୋମବାର ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ । ପଶ୍ଚିମ ଓଡ଼ିଶାର ୩ଟି ପ୍ରମୁଖ ଲୋକସଭା ଆସନ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର ଓ ଏହା ଅନ୍ତର୍ଗତ୨୧ ବିଧାନସଭା ଆସନ ପାଇଁ ଦ୍ବିତୀୟ…

ପ୍ରଥମ ପର୍ଯ୍ୟାୟ ଭୋଟରେ ୨୮ରୁ ୨୪ ଆସନରେ ଜିତିବ ବିଜେଡି: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର: ସୋମବାର ଦିନ ଓଡ଼ିଶାରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ଭୋଟ୍ । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଯେଉଁ ୨୮ ବିଧାନସଭା ଆସନ ପାଇଁ ଭୋଟ୍ ପଡ଼ିଛି,ସେଥିରୁ ବିଜେଡି ୨୪ ଆସନ ଜିତିବ ବୋଲି ଦମ୍ଭୋକ୍ତି ରଖିଛନ୍ତି କାର୍ତ୍ତିକ ପାଣ୍ଡିଆନ । ସେ କହିଛନ୍ତି ଯେ,ସବୁ ପର୍ଯ୍ୟାୟ ଭୋଟରେ…

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଜୁନ୍ ୧ରେ ୬ ସଂସଦୀୟ କ୍ଷେତ୍ରରେ ପଡିବ ଭୋଟ୍

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍…