Browsing Tag

Odisha News

ସୁବର୍ଣ୍ଣରେଖା ନଦୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ୨ ନାବାଳକ ନିଖୋଜ

ବାଲେଶ୍ୱର: ସୁବର୍ଣ୍ଣରେଖା ନଦୀରେ ଗାଧୋଇବା ବେଳେ ଅଘଟଣ । ପାଣିରେ ବୁଡ଼ି ୨ ନାବାଳକ ନିଖୋଜ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଶେଖାବାଦ ନିକଟରେ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ଦୁଇ ଜଣ ନାବାଳକ ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ…

କେନ୍ଦ୍ରାପଡ଼ାରେ ତିଖିରି ସରପଞ୍ଚ ଚମେଲି ଓଝାଙ୍କୁ ଦୁର୍ବ୍ୟବହାର ମାମଲା: ତଦନ୍ତ କରିବ ଏନଏଚଆରସି (NHRC)

କେନ୍ଦ୍ରାପଡ଼ା: ଚାମେଲି ଓଝା ମାମଲାର ତଦନ୍ତ କରିବ ଜାତୀୟ ମାନବାଧିକାର କମିଶନ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚମେଲି ଓଝାଙ୍କୁ ଆକ୍ରମଣ ତଥା ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗର ତଦନ୍ତ କରିବ ଜାତୀୟ ମାନବିକ ଅଧିକାର କମିଶନ ବା ଏନଏଚଆରସି (NHRC)। ଏଥିପାଇଁ…

ବିଶିଷ୍ଟ ନ୍ୟୁରୋ ସର୍ଜନ ତଥା ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ର ଗୁରୁତର, ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତରିତ

ଭୁବନେଶ୍ୱର: ବିଶିଷ୍ଟ ନ୍ୟୁରୋ ସର୍ଜନ ତଥା ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ର ଗୁରୁତର ଅସୁସ୍ଥ ହୋଇପଡିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଶୁକ୍ରବାର ଦିନ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ନୂଆଦିଲ୍ଲୀ ସ୍ଥିତ ଏମ୍ସ (AIIMS) କୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା…