Browsing Tag

Odisha Rains

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ନୂଆ ଲଘୁଚାପ: ଅବପାତରେ ପରିଣତ ହେଲା ବାତ୍ୟା ‘ଅର୍ଣ୍ଣବ’

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ନୂତନ ପାଣିପାଗ ଗତିବିଧି ଦେଖିବାକୁ ମିଳିଛି। ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମିଳିଥିବା ସଦ୍ୟତମ ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ…