ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ, ଅକ୍ଟୋବର ୧୫ରେ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଦିନ ବିଧିବଦ୍ଧ ଭାବେ ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୧୫ ତାରିଖରେ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ମତଦାନ…