Browsing Tag

Puri

ଆରମ୍ଭ ହେଲା ପବିତ୍ର କାର୍ତ୍ତିକ ମାସ, ପୁରୀରେ ହବିଷ୍ୟାଳିଙ୍କ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୀ: ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଛି, ଯାହା ଶ୍ରୀକ୍ଷେତ୍ର ପୁରୀକୁ ଏକ ଆଧ୍ୟାତ୍ମିକ ପରିବେଶରେ ପରିଣତ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରୁ ହଜାର ହଜାର ସଂଖ୍ୟାରେ ହବିଷ୍ୟାଳି ପୁରୀରେ ପହଞ୍ଚିଛନ୍ତି। ଆସନ୍ତା ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ସେମାନେ ଏହି କଠୋର ହବିଷ ବ୍ରତ ଏବଂ…

ରିଲ୍ସ ନିଶା ନେଲା ଜୀବନ: ଭାଇରାଲ୍ ହେବା ପାଇଁ ନାଗକୁ ଧରି ସୁଟିଂ କରୁଥିଲେ, ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ

ପୁରୀ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେବା ଏବଂ ରିଲ୍ସ (Reels) ବନାଇବା ନିଶା ଜଣେ ଯୁବକଙ୍କ ପାଇଁ କାଳ ସାଜିଛି। ଓଡ଼ିଶାର ପୁରୀ ଜିଲ୍ଲାରେ ଇନଷ୍ଟାଗ୍ରାମ ରିଲ୍ସ ସୁଟିଂ କରୁଥିବା ସମୟରେ ଏକ ବିଷଧର ସାପ କାମୁଡ଼ାରେ ଜଣେ ଯୁବକଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ପୁରୀ ସଦର…

ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ

ଦିନକୁ ଦିନ ଶ୍ରୀମନ୍ଦିରରେ ବଢ଼ିବାରେ ଲାଗିଛି ଭକ୍ତଙ୍କ ଭିଡ । ଭକ୍ତଙ୍କ ସଂଖ୍ୟାରେ ବୃଦ୍ଧି ସରକାର ଓ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହୋଇଛି । ତେଣୁ ଆଗକୁ ଦର୍ଶନ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣି ଶୃଙ୍ଖଳିତ ଓ ସୁରକ୍ଷିତ ଦର୍ଶନ ଯୋଗାଇଦେବାକୁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଖୁବ୍…

ଅକ୍ଷୟ ତୃତୀୟାରେ ରଥକାଠ ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି। ରଥ ନିର୍ମାଣ ପାଇଁ ଅନୁକୂଳ ହୋଇଛି ରଥକାଠ । ରଥକାଠ ଅନୁକୂଳ ପାଇଁ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ କରାଯାଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ…